ଆଜିର ରାଶିଫଳ; ୧୨ ଜୁଲାଇ ୨୦୨୦ ରବିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି ।

ବୃଷ

ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।|

ମିଥୁନ

ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।|

କର୍କଟ

ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।|

ସିଂହ

ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।|

କନ୍ୟା

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।|

ତୁଳା

ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି ।|

ଧନୁ

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ ।କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ ।|

ବିଛା

ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।|

ମକର

ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।|

ମୀନ

କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ ।|

କୁମ୍ଭ

ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।|