ଆଜିର ରାଶିଫଳ; 13 ଅଗଷ୍ଟ 2020 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ସୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ ।

ବୃଷ

ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।|

ମିଥୁନ

ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି ।|

କର୍କଟ

ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।|

ସିଂହ

ଆପଣଙ୍କର କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କିୟ ସାହାଯ୍ୟ କରିବେ । ନିଜ ଲୋକଙ୍କର ସାହାଯ୍ୟରେ ଆପଣ ଆପଣଙ୍କର ସମସ୍ୟାର ସମାଧାନ କରିପାରିବେ ।|

କନ୍ୟା

ଆଜିର ଦିନ ନୂଆ ବନ୍ଧୁଟିଏ କରିବାର ଦିନ ଅଟେ । ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି ।|

ତୁଳା

ଆଜିର ଦିନ ବିଶ୍ରାମ କରନ୍ତୁ ଏବଂ ମିତ୍ର ମାନଙ୍କ ଗହଣରେ କଟାନ୍ତୁ । କିଛି ଦିନ ପୂର୍ବରୁ ମାନସିକ ଚ଼ିନ୍ତା ଯୋଗୁଁ ଆପଣ କିଛି ଭଲ ଅନୁଭବ କରୁନଥିଲେ କିନ୍ତୁ ଆଜି ଆପଣଙ୍କର ସବୁ ଚ଼ିନ୍ତା ଦୁର ହୋଇଯାଇଛି ।|

ବିଛା

ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।|

ଧନୁ

ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।|

ମକର

ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।|

କୁମ୍ଭ

ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।|

ମୀନ

ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।|