ଆଜିର ରାଶିଫଳ; 16 ଅଗଷ୍ଟ 2020 ରବିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।

ବୃଷ

ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି ।

ମିଥୁନ

ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।

କର୍କଚ

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।

ସିଂହ

ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।

କନ୍ଯା

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ ।କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ ।

ତୁଳା

ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।

ବିଛା

ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।

ଧନୁ

ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି ।

ମକର

ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ ।

କୁମ୍ଭ

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।

ମୀନ

ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।