ଆଜିର ରାଶିଫଳ; 24 ଜୁଲାଇ 2020 ଶୁକ୍ରବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ଏମିତି ପ୍ରଶଂସା ମିଳିବ ଯାହା ଆପଣ କେବେ ଆଶା କରି ନଥିବେ । ଆପଣ ନିସ୍ୱାର୍ଥ ଭାବରେ କରିଥିବା କାର୍ଯ୍ୟଯୋଗୁଁ ଆଜି ଆପଣଙ୍କୁ ସୁଫଳ ମିଳିବ । ଆପଣ ବୋଧହୁଏ ଏହା ଭାବିନଥିବେ ଯେ ଆପଣଙ୍କ ଉଚ୍ଚାଧିକାରୀ ଆପଣଙ୍କ ଉପରେ ନଜର ରଖିଛନ୍ତି ।

ବୃଷ

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ ।|

ମିଥୁନ

ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।|

କର୍କଟ

ନିଜ ସମ୍ପର୍କରେ ସୁଧାର ଆଣିବା ପାଇଁ ଯୋଜନା କରନ୍ତୁ ଏବଂ ସେମାନଙ୍କୁ ଖୁସି କରିଦିଅନ୍ତୁ ।ଆଜି ଶୀଘ୍ର ଘରେ ପହଞ୍ଚିବା ପାଇଁ ଚ଼େଷ୍ଟା କରନ୍ତୁ ଏବଂ ପରିବାର ବର୍ଗକୁ ବାହାରକୁ ବୁଲେଇ ନେଇ ଯାଆନ୍ତୁ । ଆପଣ ଦେଖିବେ ଆପଣଙ୍କୁ କେତେ ଖୁସି ମିଳିବ ।|

ସିଂହ

କୌଣସି ଆତ୍ମୀୟଙ୍କ ସହ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଆଜି ନିଜ ତରଫରୁ ନିଜ ସମ୍ପର୍କକୁ ସୁଧାରିବାକୁ ଚ଼େଷ୍ଟା କରନ୍ତୁ । ନିଜ ଉପରେ ନିୟନ୍ତ୍ରଣ ରଖି ଏହାର ଆରମ୍ଭ କରନ୍ତୁ । ସଠିକ୍ ସମୀକ୍ଷା ଦ୍ୱାରା ଆପଣଙ୍କୁ ସହାଯ୍ୟ ମିଳିବ ।|

କନ୍ୟା

କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ ।|

ତୁଳା

ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ ।|

ବିଛା

ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ ।|

ଧନୁ

ଆଗକୁ ବଢ଼ନ୍ତୁ ଏବଂ ବନ୍ଧୁ ଓ ପରିବାରବର୍ଗଙ୍କ ସହ ମିଶି କିଛି ଭଲ କାର୍ଯ୍ୟ କରନ୍ତୁ । ଆଜି ଆପଣ ନିଜର ସମସ୍ତ କାର୍ଯ୍ୟକୁ ଗୋଟିଏ ପାଖରୁ ରଖି କେବଳ ମନୋରଞ୍ଜନ କରନ୍ତୁ କାରଣ ଜୀବନରେ ଏହା ମଧ୍ୟ ଜରୁରୀ ।|

ମକର

ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ । ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି ।|

କୁମ୍ଭ

ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।|

ମୀନ

ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚ଼ାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ ।|