ଆଜିର ରାଶିଫଳ; 26 ଜୁଲାଇ 2020 ରବିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ସେହି ଦ୍ରବ୍ୟକୁ ଗୁରୁତ୍ତ୍ୱ ଦିଅନ୍ତୁ ,ଯାହା ଆପଣଙ୍କ ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ ।

ବୃଷ

ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ ।|

ମିଥୁନ

ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।|

କର୍କଟ

ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।|

ସିଂହ

କୌଣସି ଅସୁବିଧାରେ ପଡ଼ିବା ଆଗରୁ ନିଜକୁ ଦୂରେଇ ରଖନ୍ତୁ । ଜୀବନପ୍ରତି ସକାରାତ୍ମକ ଚ଼ିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ ।|

କନ୍ୟା

ଯଦି ଆପଣଙ୍କୁ ଆଜି ଅନୁଭବ ହୁଏ ଯେ ଆପଣଙ୍କର ପରିବାରର କାହା ସହିତ କୌଣସି ପ୍ରକାର ସମସ୍ୟା ଅଛି ତେଣୁ ଆପଣ ଏହାକୁ ଆଜି ନଷ୍ଟ କରିବାକୁ ଚ଼େଷ୍ଟା କରନ୍ତୁ ।|

ତୁଳା

ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।|

ବିଛା

ଆଜି ଆପଣ କୌଣସି ଜଣେ ମହତ୍ତ୍ୱପୁର୍ଣ୍ଣ ବ୍ୟକ୍ତିଙ୍କ ସହ ସମ୍ପର୍କ ଯୋଡି ପାରନ୍ତି । ଧ୍ୟାନ ରଖନ୍ତୁ ଯେପରିକି ସେ ବ୍ୟକ୍ତିଙ୍କ ସାମ୍ନାରେ ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିପାରିବେ ।|

ଧନୁ

ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ ।|

ମକର

ଯଦି ଆପଣ ସାହାଯ୍ୟ ଚାହୁଁଥାନ୍ତି ତେବେ ଆଜି ନିଶ୍ଚିନ୍ତ ସାହାଯ୍ୟ ମିଳିବ । କେହି ଜଣେ ରାଜନୈତିକ ବ୍ୟକ୍ତି ଆପଣଙ୍କୁ ବିପଦ ସମୟରେ ସାହାଯ୍ୟ କରିବ । ଏହି ସହାୟତା ନେବା ପାଇଁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।|

କୁମ୍ଭ

ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ ।|

ମୀନ

ଆଜି ଆପଣ କୌଣସି ଖୁସି ଖବର ଶୁଣିବା ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ଆଜି ଆପଣଙ୍କୁ ନିଜ ଲୋକଙ୍କ ଠାରୁ କୌଣସି ଖୁସି ଖବର ମିଳିପାରେ । ଆଜି ଆପଣଙ୍କର ଦିନଟି ବହୁତ ଭଲରେ କଟିବ । ଏହି ସମୟଟି ଆପଣ ନିଜ ଲୋକଙ୍କ ସହିତ କଟାଇ ପାରନ୍ତି ।|