ଆଜିର ରାଶିଫଳ; 27 ଜୁଲାଇ 2020 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।

ବୃଷ

ଆପଣ ଯେତେବେଳେ ନିଜର ସମ୍ପର୍କିୟ ଲୋକ ସହ ଆଳାପ ଆଲୋଚନା କରୁଛନ୍ତି ନିଜର ଭାଷା ପ୍ରତି ସଂଯତ କରନ୍ତୁ । କିଛି କହିବା ପୂର୍ବରୁ ବିଶେଷ ଧ୍ୟାନ ଦିଅନ୍ତୁ । କେବଳ ଆପଣଙ୍କର ସାବଧାନତା ହିଁ ଆପଣଙ୍କୁ ବିପଦରୁ ଦୂରେଇ ରଖିବେ ।|

ମିଥୁନ

ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି ।|

କର୍କଟ

ଆଜି ଆପଣଙ୍କର ପରିବାର ସଦସ୍ୟ ନୁହେଁ ନିଜର ସହକର୍ମିଙ୍କ ସହ କଥାବାର୍ତ୍ତା ଓ ବ୍ୟବହାରରେ ସାବଧାନ ରୁହନ୍ତୁ । କିନ୍ତୁ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ହେଉଛି ଆପଣ ଆପଣଙ୍କର ପରିପକ୍ୱ ମନ ସାହାଯ୍ୟରେ ଅଶୋଭନୀୟ ପରିସ୍ଥିତିରୁ ନିଜକୁ ରକ୍ଷା କରିପାରିବେ ।|

ସିଂହ

ଆଜି ବହୁତ ଖୁସିରେ ରହିବେ,କାରଣ ଆପଣଙ୍କ ସମସ୍ୟାର ସମାଧାନ ପାଇଛନ୍ତି ବହୁଦିନ ଧରି ଅନେକ ଅସୁବିଧାରେ ସମୁଖୀନ ହୋଇଆସୁଥିଲେ ।|

କନ୍ୟା

ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି ।|

ତୁଳା

ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।|

ବିଛା

ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ ଦିଅନ୍ତୁ ।|

ଧନୁ

କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ ।ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ ।|

ମକର

ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।|

କୁମ୍ଭ

ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି ।|

ମୀନ

ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।|