ଆଜିର ରାଶିଫଳ; 28 ଜୁଲାଇ 2020 ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଯଦି ଆପଣଙ୍କୁ ଆଜି ଅନୁଭବ ହୁଏ ଯେ ଆପଣଙ୍କର ପରିବାରର କାହା ସହିତ କୌଣସି ପ୍ରକାର ସମସ୍ୟା ଅଛି ତେଣୁ ଆପଣ ଏହାକୁ ଆଜି ନଷ୍ଟ କରିବାକୁ ଚ଼େଷ୍ଟା କରନ୍ତୁ ।

ବୃଷ

ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।|

ମିଥୁନ

ଆଜି ଆପଣ ସେମାନଙ୍କ ସହିତ ସମୟ କଟାନ୍ତୁ । ଯେଉଁମାନଙ୍କ ସହିତ ସମୟ କଟାଇବାପାଇଁ ବହୁତ ଦିନରୁ ଅପେକ୍ଷାରତ ,ନିଜ ବନ୍ଧୁମାନଙ୍କୁ ଦେଖାକରନ୍ତୁ କିମ୍ବା ନିଜ ପରିବାରର ଲୋକ ମାନଙ୍କ ସହିତ ସମୟ କଟାନ୍ତୁ ।|

କର୍କଚ

ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ ।|

ସିଂହ

ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ ।|

କନ୍ୟା

ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ ।|

ତୁଳା

ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ ।|

ବିଛା

ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି ।|

ଧନୁ

ଯଦି ଆପଣ ସାହାଯ୍ୟ ଚାହୁଁଥାନ୍ତି ତେବେ ଆଜି ନିଶ୍ଚିନ୍ତ ସାହାଯ୍ୟ ମିଳିବ । କେହି ଜଣେ ରାଜନୈତିକ ବ୍ୟକ୍ତି ଆପଣଙ୍କୁ ବିପଦ ସମୟରେ ସାହାଯ୍ୟ କରିବ । ଏହି ସହାୟତା ନେବା ପାଇଁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।|

ମକର

ଆଜି ଆପଣ କୌଣସି ଖୁସି ଖବର ଶୁଣିବା ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ଆଜି ଆପଣଙ୍କୁ ନିଜ ଲୋକଙ୍କ ଠାରୁ କୌଣସି ଖୁସି ଖବର ମିଳିପାରେ । ଆଜି ଆପଣଙ୍କର ଦିନଟି ବହୁତ ଭଲରେ କଟିବ । ଏହି ସମୟଟି ଆପଣ ନିଜ ଲୋକଙ୍କ ସହିତ କଟାଇ ପାରନ୍ତି ।|

କୁମ୍ଭ

କୌଣସି ନିକଟ ସମ୍ପର୍କୀୟ ଆଜି ଆପଣଙ୍କୁ ସହଯୋଗର ହାତ ବଢ଼େଇବେ । କୌଣସି ସମସ୍ୟାର ସମାଧାନ କରିବାକୁ ହେଲେ ଆପଣଙ୍କୁ ଆପଣଙ୍କର ଲୋକଙ୍କର ସାହାଯ୍ୟର ଦରକାର ପଡ଼ିପାରେ ।|

ମୀନ

ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।|