ଆଜିର ରାଶିଫଳ; 29 ଜୁଲାଇ 2020 ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି ।|

ବୃଷ

ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି ।|

ମିଥୁନ

ଆପଣଙ୍କ ଭ୍ରମଣଯୋଗ ଆସି ଯାଇଛି । ସେଥିପାଇଁ ପ୍ରସ୍ତୁତ ରୁହନ୍ତୁ । ବିଶେଷ .ଯାତ୍ରା କରିବା ସମ୍ବାବନା ମଧ୍ୟ ରହିଛି । ଏହା ପରିବାର କିମ୍ବା କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହେଉ ପଛେ ଉପଭୋଗ ନିଶ୍ଚୟ ହେବ ।|

କର୍କଟ

ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ ।|

ସିଂହ

ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ ।|

କନ୍ୟା

ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ ।|

ତୁଳା

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।|

ବିଛା

ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ । ଆପଣ ତାଙ୍କୁ ନିଜର କଥା ଭଲ ଭାବରେ ବୁଝାଇବାକୁ ଚ଼େଷ୍ଟା କରିବେ ।|

ଧନୁ

ଆଜି ଆପଣ ଶାନ୍ତି ପୂର୍ବକ ଘରେ କୌଣସି କଳିକୁ ସମାଧାନ କରିବାକୁ ଚେଷ୍ଟାକରିବେ । ଯଦି ଆପଣ ଏବଂ ଆପଣଙ୍କ ପରିବାର ଲୋକଙ୍କ ମଧ୍ୟରେ କଳି ହୋଇଯାଏ, ତେବେ ଆପଣ ନିଜକୁ ସେମାନଙ୍କ ମଧ୍ୟରେ ଫସିଯାଇଥିବାର ପାଇବେ ।|

ମକର

ଆଜି ଆପଣ ନିଜକୁ ପ୍ରସ୍ତୁତ କରିବାର ଦିନ । ନିଜର ବିଲଗୁଡିକୁ ଅଲଗା କରନ୍ତୁ । ଆଲମୀରାଗୁଡ଼ିକୁ ସଫା କରନ୍ତୁ ଏବଂ ନିଜ ପାଇଁ ଗୋଟିଏ ବନେଟ୍ ନିର୍ଦ୍ଧାରଣ କରନ୍ତୁ ।|

କୁମ୍ଭ

ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।|

ମୀନ

ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।|