ଆଜିର ରାଶିଫଳ; 09 ମଇଁ 2020 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଯେଉଁ ପର୍ଯ୍ୟନ୍ତ ଆପଣଙ୍କର ବ୍ୟବସାୟିକ ଉଦ୍ଦେଶ୍ୟର ପ୍ରଶ୍ନଅଛି ତେବେ ଆପଣଙ୍କର ରାଶି ଭଲ ରହିବ । ଆପଣଙ୍କୁ ଏହି ଜୀବନରେ ସବୁକିଛି ମିଳିପାରିବ ଯଥା ସାଙ୍ଗ, ସାଥୀ, ପରିବାର, ପଇସା ଏବଂ ସଫଳତା ।

ବୃଷ

ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ ।

ମିଥୁନ

ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି ।

କର୍କଟ

ଆଜି ଆପଣଙ୍କୁ ଲାଗିବ ଯେ ଆପଣ ବହୁତ ଭାଗ୍ୟଶାଳୀ ଅଟନ୍ତି । ଆପଣଙ୍କର ଆଖପାଖ ଲୋକଙ୍କୁ ମଧ୍ୟ ଏହାହିଁ ଲାଗିବ । ଆଜି ଆପଣ ନିଜ ପରିବାର ଏବଂ କାର୍ଯ୍ୟାଳୟର ଲୋକମାନଙ୍କ ପାଇଁ ମଧ୍ୟ ଭାଗ୍ୟଶାଳୀ ପ୍ରମାଣିତ ହେବେ ।

ସିଂହ

ଆଜି ଆପଣ ନିଜର ଜୀବନକୁ ବଦଳାଇବାକୁ ଚ଼ାହିଁବେ । ଏହି ସମୟଟି ସଠିକ୍ ନିର୍ଣ୍ଣୟ ନେବାର ସମୟ ଅଟେ । ସମସ୍ୟା ଗୁଡ଼ିକୁ ପରିହାର କରିଲେ ତାହାର ଉପାୟ ବାହାରିବ ନାହିଁ ।

କନ୍ଯା

ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।

ତୁଳା

ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।

ବିଛା

ଆଜି ଆପଣ ନିଜର ଅଟକି ଥିବା କାମ ଗୁଡ଼ିକୁ ପୂରା କରିବା ପାଇଁ ଚ଼େଷ୍ଟା କରନ୍ତୁ । ଆଜି ଆପଣ ଭଲ ପରିଣାମ ଉପରେ ଧ୍ୟାନ ଦେବେ । ଆଜି ଆପଣ ପୂରା ଜୋରସୋରରେ ନିଜ କାମ ଆରମ୍ଭ କରନ୍ତୁ ।

ଧନୁ

ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ ।

ମକର

ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।

କୁମ୍ଭ

ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି ।

ମୀନ

ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।