ଆଜିର ରାଶିଫଳ; 10 ମଇଁ 2020 ରବିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ନିଜର ବିଚ଼ାରକୁ ସ୍ପଷ୍ଟତାରେ ଅଭିବ୍ୟକ୍ତ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ ।

ବୃଷ

ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି ।ମିଥୁନ

ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।

କର୍କଟ

ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚ଼ିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?

ସିଂହ

ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି ।

କନ୍ଯା

ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ ।

ତୁଳା

ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।

ବିଛା

ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।

ଧନୁ

କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ ।

ମକର

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।

କୁମ୍ଭ

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।

ମୀନ

ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।