ଆଜିର ରାଶିଫଳ; 11 ମଇଁ 2020 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ ।

ବୃଷ

ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।

ମିଥୁନ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି ।

କର୍କଟ

ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।

ସିଂହ

ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।

କନ୍ଯା

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଉଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଏବଂ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।

ତୁଳା

ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ ।

ବିଛା

ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ ।

ଧନୁ

ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।

ମକର

ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ ।

କୁମ୍ଭ

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ ।କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ ।

ମୀନ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।