ମେଷ
ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ ।
ବୃଷ
ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଇଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଓ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।
ମିଥୁନ
ଆଜି ଆପଣ ନିଜ ଘରର ସାଜସଜ୍ଜାକୁ ଗୋଟିଏ ନୂଆରୂପ ଦେବାକୁ ଚ଼ାହିଁବେ । ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ, ଘରେ କରାଯାଇଥିବା ଏହି ପରିବର୍ତ୍ତନ ଆପଣଙ୍କର ନିଜ ଭିତରେ ଥିବା ପରିବର୍ତ୍ତନ କୁ ହିଁ ଦର୍ଶାଇବ ।
କର୍କଟ
ଆଜି ଆପଣ ନିଜ ଘରେ ଆନନ୍ଦପୂର୍ଣ୍ଣ ଦିନ ବିତାଇବେ । ଖୁସି ପାଇଁ ଏହା ଜରୁରୀ ନୁହେଁ ଯେ ଆପଣ କୌଣସି ପ୍ରକାର ବାହାରେ ହିଁ ପଇସା ଖର୍ଚ୍ଚ କରି ଆନନ୍ଦ ଉଠାଇବେ ବେଳେ । ବେଳେ ଛୋଟ ଛୋଟ ଜିନିଷ ବି ଜୀବନରେ ବହୁତ ଖୁସି ଦିଏ ।
ସିଂହ
ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
କନ୍ୟା
ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ ।
ତୁଳା
ଆଜିର ଦିନ ଆପଣଙ୍କ ପାଇଁ ଖୁସି ଏବଂ ଶାନ୍ତି ଆଣିଦେବ ।ନିଜ ପ୍ରିୟଜନଙ୍କୁ ଦେଖା କରିବାକୁ ଆପଣଙ୍କର ମନ ହେବ । ଏହି ସମୟର ପୁରା ଲାଭ ଉଠାନ୍ତୁ, ବୁଲିବାକୁ ଯାଆନ୍ତୁ ଏବଂ ନିଜର ସବୁ ଚ଼ିନ୍ତାକୁ ଭୁଲିଯାଆନ୍ତୁ ।
ବିଛା
ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ ।
ଧନୁ
ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ ।
ମକର
ଆଜି ଆପଣଙ୍କୁ କିଛି ନୂଆ ଶିଖିବାକୁ ମିଳିବ । ଜୀବନରେ ପ୍ରତିକ୍ଷଣରେ ଆମକୁ କିଛି ନୂଆ କଥା ଶିଖିବାକୁ ପଡ଼ିଥାଏ ।ତେଣୁ ସବୁ ପରିସ୍ଥିତିରୁ ଆମେ କିଛି ନା କିଛି ଶିଖିବା ଉଚ଼ିତ୍ । ଏମିତିବି ଆପଣଙ୍କୁ ନୂଆ ଅନୁଭୂତି ଅନୁଭବ କରିବା ବହୁତ ପସନ୍ଦ ।
କୁମ୍ଭ
ଆଜି ଆପଣଙ୍କୁ ଆପଣଙ୍କ ଯୋଗ୍ୟତାର ବିକାଶ କରିବାର ସୁଯୋଗ ମିଳିପାରେ । ଏହି ସୁଯୋଗର ଆପଣ ପୂରା ଲାଭ ଉଠାନ୍ତୁ ଏବଂ ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ ।
ମୀନ
ଶିକ୍ଷାକ୍ଷେତ୍ରରେ ଆଜି ଆପଣଙ୍କୁ ସଫଳତା ମିଳିବ । ଯଦି ଆପଣ ଜଣେ ଛାତ୍ର ତାହେଲେ ଆଜି ପଢ଼ା କ୍ଷେତ୍ରରେ ଆପଣ ଆଗରେ ରହିବେ । ଆପଣଙ୍କୁ କୌଣସି ନୂଆ ଜାଗାରେ କିମ୍ବା ନୂଆ ପ୍ରଣାଳୀରେ ପଢ଼ିବା ପାଇଁ ସୁଯୋଗ ମିଳିପାରେ ।