ମେଷ
ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।
ବୃଷ
ଆପଣଙ୍କର ଯେମିତି ପରିସ୍ଥିତି ହେଉ ମଧ୍ୟ ଆପଣ ସାହସ ହରାନ୍ତୁ ନାହିଁ । କୌଣସି ପ୍ରକାର ଛୋଟ କଥାରେ ଆପଣଙ୍କର ଝଗଡ଼ା ହେବାରେ ସମ୍ଭାବନା ଅଛି । ଏଥି ପାଇଁ ଅନ୍ୟମାନଙ୍କ ସହିତ ବ୍ୟବହାର ଭଲ ରଖନ୍ତୁ ।
ମିଥୁନ
ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ନିଷ୍ପତ୍ତି ନେବାପୂର୍ବରୁ ଭାବିଚ଼ିନ୍ତି ନିଷ୍ପତ୍ତି ନେଲେ ଭଲ ହେବ ।
କର୍କଟ
ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ ।
ସିଂହ
ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
କନ୍ୟା
ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚ଼େଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ ।
ତୁଳା
ଆଜି ଆପଣ ଘର ଏବଂ କାର୍ଯ୍ୟରେ ବୋଝ ଅନୁଭବ କରିବେ । ବହୁତ ଲୋକ ଆପଣଙ୍କୁ ଉପଦେଶ ମାଗିବେ । ଆପଣ ସାଧୁତା ଆବଲମ୍ବନ କରି ଉପଦେଶ ଦିଅନ୍ତୁ ଏବଂ ଯେଉଁ କାର୍ଯ୍ୟ କରୁଛନ୍ତି ତାର ପୁରା ଦାୟିତ୍ତ୍ୱ ନିଅନ୍ତୁ ।
ବିଛା
ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ ।
ଧନୁ
ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ ।
ମକର
ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ ।
କୁମ୍ଭ
ଆଜି ଆପଣଙ୍କର ଜୀବନ ଶୈଳୀରେ ପରିବର୍ତ୍ତନ ହେବ । ସବୁବେଳେ କାମରେ ବ୍ୟସ୍ତ ନରହି ମିତ୍ର ମାନଙ୍କ ସହିତ ବୁଲିବାକୁ ଯାଆନ୍ତୁ । ପୁରୁଣା ଚ଼ିନ୍ତା ଧାରା ଛାଡ଼ି ନୂଆ ଚ଼ିନ୍ତା ଧାରା ସହିତ ଜୀବନ କଟାନ୍ତୁ ।
ମୀନ
ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଅଟେ ।ବହୁତ ମଜା କରନ୍ତୁ ଆଜି ଆପଣଙ୍କର ଭାବନା ସ୍ଥିର ରହିବ ଏବଂ ଆପଣ ବହୁତ ଆନନ୍ଦ ଅନୁଭବ କରିବେ । ଆଜି ଆପଣଙ୍କର ଆତ୍ମବିଶ୍ୱାସ ଦୃଢ଼ ଅଛି ,ତେଣୁ ଏହି ସମୟର ସଦୁପଯୋଗ କରନ୍ତୁ ।