ଆଜିର ରାଶିଫଳ; ୨୪ ଜୁନ ୨୦୨୦ ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆଧ୍ୟାତ୍ମିକତା ପ୍ରତି ଆପଣଙ୍କ ଆଗ୍ରହ ବଢିବ । ଆଜି ଆପଣଙ୍କୁ ଜାଣିବାକୁ ଇଛା ହେବକି ଆପଣ କୋଉଁ ଦିଗରେ ଅଗ୍ରସର ହେଉଛନ୍ତି ।ଏହି ପଥରେ ଚାଲି ଆପଣନିଜକୁ ଠିକ ଭାବରେ ବୁଝିପାରିବେ ।

ବୃଷ

ଆଜି ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରାରେ ଯିବାକୁ କହୁଛି । ଆଜି ଆପଣ ଦେବ କାର୍ଯ୍ୟରେ ମନ ନିବେଶ କରିବେ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱ ଚାହୁଁଛନ୍ତି । ଏହି ପଥରେ ଜୀବନ ଧାରା ନେଲେ ସୁଖ ଓ ଶାନ୍ତି ମିଳିବ ।|

ମିଥୁନ

ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ତାହାର ଚରମ ସୀମାରେ ରହିବ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ ।|

କର୍କଟ

ଆଜି ଆଧ୍ୟାତ୍ମିକତା ପ୍ରତି ରୁଚି ଯୋଗୁଁ ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରା ଯିବାପାଇଁ ଚାହୁଁଛି । ନିଜର ପ୍ରସ୍ତୁତି ଆରମ୍ଭ କରିଦିଅନ୍ତୁ । ଏହି ଯାତ୍ରା ଆପଣଙ୍କୁ ଶାନ୍ତ ଦେବ ଏବଂ ସଠିକ ମାର୍ଗ ଦେଖାଇବ ।|

ସିଂହ

ଆଜି ଆପଣଙ୍କର ଆତ୍ମତ୍ଜ୍ଞାନ ଅଧିକ ପରିମାଣରେ ଆଧ୍ୟାତ୍ମିକ ଦିଗରେ ରହିବ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱକୁ ଜାଣିପାରିବେ । ଆଜି ଆପଣ ଆତ୍ମ ବିଶ୍ଳେଷଣ କରିବେ ଏବଂ ଏଥିପାଇଁ ଏହା ନିଶ୍ଚୟ ସଠିକ ସମୟ ।|

କନ୍ୟା

ଆଜି ଆପଣ କୌଣସି ଧାର୍ମିକ ଯାତ୍ରା କରିପାରନ୍ତି କାରଣ ଆଜି କାଲି ଆପଣଙ୍କ ଆତ୍ମଜ୍ଞାନ ଆଧ୍ୟାତ୍ମିକ ଦିଗରେ ବୃଦ୍ଧି ପାଇଛି ।ଏହା ଦ୍ୱାରା ଆପଣଙ୍କୁ ସୁଖ ଏବଂ ଆତ୍ମସନ୍ତୋଷ ମିଳିବ ।|

ତୁଳା

ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।|

ବିଛା

ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଛି । ଆପଣ ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟରେ ବିଚାର କରିବେ । ଏହା ଦ୍ୱାରା ଆପଣ ନିଜ ଜୀବନ ବିଷୟରେ ଅଧିକ ଜ୍ଞାନ ଅର୍ଜନ କରିବେ ।|

ଧନୁ

ଏହି ସମୟ ଆପଣଙ୍କର ଯୋଗୀ ପରୀକ୍ଷାରେ ଭାଗ ନେବାର ଉପଯୁକ୍ତ ସମୟ । ଆପଣ ନିଶ୍ଚୟ ସଫଳ ହେବେ । ଏହି ପରୀକ୍ଷାରେ ଆତ୍ମବିଶ୍ୱାସର ସହ ଭାଗ ନିଅନ୍ତୁ ।|

ମକର

ଆଜି ଆପଣ ନିଜର ମାର୍ଗ ଦର୍ଶନ ପାଇଁ ନିଜର ଆଧ୍ୟାତ୍ମିକତ୍ଜ୍ଞାନର ସାହାରା ନେବେ ।ବୋଧ ହୁଏ ଆପଣ କୌଣସି ଆଧ୍ୟାତ୍ମିକ ବ୍ୟକ୍ତିଙ୍କର ଉପଦେଶେ ନେଇପାରନ୍ତି । ଏହି ବ୍ୟକ୍ତିଙ୍କର ଉପଦେଶ ଉପରେ ଆପଣ ଭରଷା କରିପାରନ୍ତି ।|

କୁମ୍ଭ

ଯେଉଁ ବିଦ୍ୟାର୍ଥିମାନେ ଏପର୍ଯ୍ୟନ୍ତ କଠିନ ପରିଶ୍ରମ କରିଥିଲେ ସେମାନଙ୍କ ପାଇଁ ଏବେ ମୌଜ କରିବାର ସମୟ । ଆପଣ ପଢାପଢିରେ ଯେଉଁ ପରିଶ୍ରମ କରିଥିଲେ ତାହାର ଫଳ ଆପଣଙ୍କୁ ସଫଳତା ରୂପରେ ମିଳିବ ।|

ମୀନ

ଛାତ୍ରମାନେ ଯଦି ଖେଳ କୁଦ କରିବାକୁ କିମ୍ବା ସିନେମା ଦେଖିବାକୁ ଚାହୁଁଛନ୍ତି ,ଏସମୟକୁ ଉପଯୁକ୍ତ ବ୍ୟବହାର କରନ୍ତୁ । ଆପଣ ମାନସିକ କ୍ଳାନ୍ତି ଭୋଗକରି ପାରନ୍ତି କିନ୍ତୁ ଅଧ୍ୟୟନକୁ ଅବହେଳା କରନ୍ତୁ ନାହିଁ ।|