ଆଜିର ରାଶିଫଳ; ୨୬ ଏପ୍ରିଲ ୨୦୨୦ ରବିବାର : କେମିତି କଟିବ ଆଜିର ଦିନ

ମେଷ

କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ ।

ବୃଷ

ପରିଶେଷରେ ଆଜି ଆପଣଙ୍କ ବିଚ଼ାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚ଼ିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ ।

ମିଥୁନ

ଏହି ସମୟରେ ଆପଣଙ୍କୁ ଧନ,ମାନ ,ଯଶ ସବୁ ମିଳିପାରିବ । ଆଜି ଆପଣଙ୍କର ମଜା କରିବାର ଦିନ , ଜୀବନ ଆଜି ଆପଣଙ୍କୁ ସେ ସବୁ କିଛି ଦେଇଛି ,ଯାହାପାଇଁ ଆପଣ ବହୁତ ପରିଶ୍ରମ କରିଥିଲେ ।

କର୍କଟ

ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତହୁଅନ୍ତୁ ନାହିଁ ।

ସିଂହ

ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

କନ୍ଯା

ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତ ହୁଅନ୍ତୁ ନାହିଁ ।

ତୁଳା

ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ ।

ବିଛା

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ ।

ଧନୁ

ଆଜି ଭ୍ରମ ଯୋଗୁଁ ବିଚଳିତହୋଇ ସମ୍ଭାବନା ଶାନ୍ତି ଓ ନିରଳା ମାନସିକ ଭାବନାରେ ଏହାର କାରଣ ଖୁଜି ବସନ୍ତୁ । ଆପଣ ନିଜର ବଂଧୁ ଓ ପରିବାର ସହ ସଦସ୍ୟଙ୍କ ସହ ଖୋଲା ମନରେ କିଛି ସମୟ ଆଲୋଚନା କରନ୍ତୁ ।

ମକର

ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ ।

କୁମ୍ଭ

ବହୁ ଦିନର ହଜିଯାଇଥିବା ଏକ ବସ୍ତୁ ମିଳିଯିବା ପରେ ଆପଣ ଖୁସି ଅନୁଭବ କରିବେ । ଏବେ ସମୟ ଆପଣଙ୍କ ପାଇଁ ଅନୁକୂଳ । ସେଥିପାଇଁ ଛୋଟ ଛୋଟ କଥା ବି ଆପଣଙ୍କୁ ଖୁସି ଆଣିଦେବ ।

ମୀନ

ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।