ଆଜିର ରାଶିଫଳ; 27 ଜୁନ 2020 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନିଜ ଶାରୀରିକ ସୁନ୍ଦରତା ଆଡ଼କୁ ବହୁତ ଧ୍ୟାନ ଦେବେ, ଆପଣ ନିଜ ମନପସନ୍ଦର ପୋଷାକ ପିନ୍ଧିବେ ଓ ବହୁତ ସମୟ ଧରି ନିଜ କେଶ ସଜାଇବେ । ଆପଣଙ୍କ ଏହି ନୂଆ ରୂପକୁ ଦେଖି ଲୋକେ ଆପଣଙ୍କ ପ୍ରଶଂସା କରିବେ ।

ବୃଷ

ଆଜି ଆପଣଙ୍କ ଧ୍ୟାନ କେବଳ ମଉଜ ମସ୍ତି ଆଡ଼କୁ ହିଁ ରହିବ । ଆଜି ଆପଣ ସବୁ କିଛି ଭୁଲିଯାଇ ଖୁବ୍ ନାଚ଼ନ୍ତୁ ,ନଚ଼େତ୍ କୌଣସି ସମାରୋହ କରନ୍ତୁ । ସେଠାକୁ ସଭିଙ୍କୁ ନିମନ୍ତ୍ରଣ କରନ୍ତୁ । ଆଜି ଆପଣ ଯାହା କିଛି କରୁଛନ୍ତି ପୂର୍ଣ୍ଣ ମନରେ କରନ୍ତୁ ।|

ମିଥୁନ

ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ ,ସିଏ ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ ।|

କର୍କଟ

ଆଜି ଆପଣଙ୍କ ଚ଼ିରାଚ଼ରିତ ଦିନଚ଼ର୍ଯ୍ୟା ବଦଳି ଯିବ । ଏହା ବୋଧହୁଏ ଆପଣଙ୍କ ଘରେ ବିବାହ ସମାରୋହ କାରଣରୁ ହେବ ।|

ସିଂହ

ଆଜି ଆପଣଙ୍କ ମନ ଓ ମସ୍ତିସ୍କ ଖୁବ୍ ମଜ୍ଜାରେ ରହିବ । ଆପଣଙ୍କ ମନ କାମରେ ବିଲକୁଲ ଲାଗିବନି ହୁଏତ ଆପଣ ନିଜ ଦାୟୀତ୍ତ୍ୱମାନ ମଧ୍ୟ ଉତ୍ତମ ରୁପେ ତୁଲାଇ ପାରିବେନି ।|

କନ୍ୟା

ଆଜି ଆପଣଙ୍କର ବାହାରକୁ ଯାଇ ଲୋକମାନଙ୍କ ସହ ସାକ୍ଷାତ କରିବାପାଇଁ ଇଛାହେବ । ଆଜି ଆପଣ ଦ୍ୱିଧାରେ ଅଛନ୍ତି । ଆପଣ ନିଜ ବନ୍ଧୁଙ୍କ ସହ ବାହାରକୁ ବୁଲିବା ପାଇଁ ଯାଆନ୍ତୁ ।|

ତୁଳା

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି ।

ବିଛା

ଆଜି ଆପଣ ଭାବିବେ ଯେ ଘର ଏବଂ କାର୍ଯ୍ୟାଳୟର କାର୍ଯ୍ୟରୁ ନିବୃତ ରହି ପ୍ରକୃତିର ଆନନ୍ଦ ଅନୁଭବ କରିବାପାଇଁ । ଆପଣ ନିଜର ମନୋମାଳିନ୍ୟ ସବୁ ପାଶୋରି ଦେଇ ନିଜ ମନକୁ ଶାନ୍ତ କରିବାପାଇଁ ଚାହୁଁଛନ୍ତି ।

ଧନୁ

ଆଜି ଆପଣ ନିଜ ବନ୍ଧୁମାନଙ୍କ ସହ ନାଚ ଗୀତରେ ବ୍ୟସ୍ତରହିବେ । ଆଜି ଆପଣଙ୍କ ବନ୍ଧୁ ଆପଣଙ୍କ ଘରକୁ ଯାଇପାରନ୍ତି ।ଆପଣ ତାଙ୍କୁ ସ୍ୱାଗତ କରନ୍ତୁ । ସେମାନଙ୍କ ସହ ସାକ୍ଷାତ ପରେ ଆପଣଙ୍କ ମତାନ୍ତର ଶେଷ ହୋଇଯିବ ।

ମକର

ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।

କୁମ୍ଭ

ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ ।

ମୀନ

କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ ।