ଆଜିର ରାଶିଫଳ; 29 ଜୁନ 2020 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।|

ବୃଷ

ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।|

ମିଥୁନ

ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।|

କର୍କଟ

ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।|

ସିଂହ

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଉଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଏବଂ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।|

କନ୍ୟା

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।|

ତୁଳା

ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।|

ବିଛା

ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ ।|

ଧନୁ

ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।|

ମକର

ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।|

କୁମ୍ଭ

ଆଜି ଆପଣଙ୍କୁ ଏମିତି ଗୋଟିଏ ଜ୍ଞାନ ପ୍ରାପ୍ତି କରିବାର ଅବସର ମିଳିବ ଯେଉଁଥିରେ କି ଆପଣଙ୍କୁ ଲାଭ ହେବ । ଏହି ଜ୍ଞାନ ଆପଣଙ୍କୁ କୌଣସି ବ୍ୟକ୍ତି କିମ୍ବା ପୁସ୍ତକରୁ ପ୍ରାପ୍ତ ହୋଇପାରେ ।|

ମୀନ

ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । ଶାରିରୀକ ଓ ମାନସିକ ସୁସ୍ଥତା ହେତୁ ଉଭୟ ଆପଣଙ୍କ ଉତ୍ପାଦନ ଓ ଗୁଣବତ୍ତା ବଢ଼ିଯ଼ିବ ।|