ଆଜିର ରାଶିଫଳ; ୦୮ ନଭେମ୍ବର ଶୁକ୍ରବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ ।

ବୃଷ

ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।|

ମିଥୁନ

ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।|

କର୍କଟ

ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ । ଆପଣ ତାଙ୍କୁ ନିଜର କଥା ଭଲ ଭାବରେ ବୁଝାଇବାକୁ ଚ଼େଷ୍ଟା କରିବେ ।|

ସିଂହ

ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।|

କନ୍ୟା

ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।|

ତୁଳା

ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚ଼ାଲନ୍ତୁ । ଏହି ସମୟଟି ଖୁବଶୀଘ୍ର ବିତିଯିବ ଏବଂ ଆପଣ ଠିକ୍ ସମୟରେ ନିଜର କାର୍ଯ୍ୟ ଗୁଡ଼ିକୁ ପୂରା କରିପାରିବେ ।|

ବିଛା

ଆଜି ଆପଣ ନିଜର ପରିଚ଼ିତ ବ୍ୟକ୍ତିମାନଙ୍କ ଜରିଆରେ ବ୍ୟବସାୟିକ ଏବଂ ସାମାଜିକ ଜୀବନରେ ମଫଳତା ପାଇବେ । ଏହି ସମ୍ପର୍କକୁ ବଜାଏ ରଖିବେ, କାରଣ ଏଥିରୁ ହିଁ ଆପଣଙ୍କର ଜୀବନରେ ବହୁତ ଗୁଡ଼ିଏ ପରିବର୍ତ୍ତନ ଆସିବ ।|

ଧନୁ

ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।|

ମକର

ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା ।|

କୁମ୍ଭ

ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି ।|

ମୀନ

ଆଜି ଆପଣ ନିଜର ଜୀବନକୁ ବଦଳାଇବାକୁ ଚ଼ାହିଁବେ । ଏହି ସମୟଟି ସଠିକ୍ ନିର୍ଣ୍ଣୟ ନେବାର ସମୟ ଅଟେ । ସମସ୍ୟା ଗୁଡ଼ିକୁ ପରିହାର କରିଲେ ତାହାର ଉପାୟ ବାହାରିବ ନାହିଁ ।|

Share Your Comments Below