ଆଜିର ରାଶିଫଳ; 18 ସେପ୍ଟେମ୍ବର 2021 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।

ବୃଷ

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।|

ମିଥୁନ

ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।|

କର୍କଟ

ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।|

ସିଂହ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।|

କନ୍ୟା

ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ ।|

ତୁଳା

କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ ।|

ବିଛା

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି ।|

ଧନୁ

ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।|

ମକର

ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ ।|

କୁମ୍ଭ

ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।|

ମୀନ

ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ ।|