ଆଜିର ରାଶିଫଳ; ୦୩ ଡିସେମ୍ବର ମଙ୍ଗଳବାର ; କେମିତି କଟିବ ଆଜିର ଦିନ

ମେଷ

ବିଦେଶ ସହ ସଂଯୋଗ କରୁଥିବା ଯେକୌଣସି କାର୍ଯ୍ୟରୁ ଆପଣଙ୍କୁ ସଫଳତା ମିଳିପାରେ । ଯଦି ଆପଣ କୌଣସି ବିଦେଶୀ ବନ୍ଧୁଙ୍କ ପାଖରୁ ଚାକିରିର ସାହାଯ୍ୟ ପାଇବା ପାଇଁ ଆଶା କରୁଥାନ୍ତି , ତେବେ ଆପଣ ସଫଳ ହେବେ କିମ୍ବା କୌଣସି ଆନ୍ତର୍ଜାତିକ ଚୁକ୍ତି ହୋଇପାରେ ।

ବୃଷ

ବିଦେଶରୁ ଆସୁଥିବା ଖବର ଜରୁରୀ ନୁହେଁ ଯେ ଆପଣଙ୍କ ପାଇଁ ଶୁଭ ହେବ । ଯେଉଁ ଖବର ପାଇଁ ଆପଣ ଆଶାୟୀ ଥିଲେ ସେ ଖବର ହୁଏତ ଆପଣଙ୍କୁ ମିଳି ନପାରେ । ଧର୍ଯ୍ୟ ଧରି ପରିସ୍ଥିତିକୁ ବୁଝିବାକୁ ଚେଷ୍ଟା କରନ୍ତୁ ।|

ମିଥୁନ

ଆପଣଙ୍କ ଆଖପାଖରେ ଲୋକ ଆପଣଙ୍କ ମଧୁର ବ୍ୟବହାରକୁ ଦେଖି ଆଶ୍ଚର୍ଯ୍ୟ ହେବେ । ଆପଣ ସମସ୍ତଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଯିବେ । ଆଜି ଆପଣ ଦେଖିବେ ଯେ ଜୀବନ ପ୍ରତି ଆପଣଙ୍କ ଭାବ ପୁରାପୁରି ବଦଳାଇ ଯାଇଛି ।|

କର୍କଟ

ଆପଣ ଆଜି ବିଦେଶରୁ ଗୋଟିଏ ଖୁସି ଖବର ପାଇପାରନ୍ତି ଯଦି ଆପଣ ବିଦ୍ୟାର୍ଥି ହୋଇଥାନ୍ତି ତେବେ ଆପଣ ବୃତ୍ତି ପାଇପାରନ୍ତି କିମ୍ବା ଆପଣଙ୍କର ନାମ ଲେଖା ହୋଇପାରେ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।|

ସିଂହ

ଆଜି ଆପଣଙ୍କର ପରିବାର ସଦସ୍ୟ କୌଣସି ଶୁଭ ସମାଚ଼ାର ଦେଇପାରିବେ । ଆଜି ଆପଣଙ୍କୁ କୌଣସି ଶୁଭ ସମାଚ଼ାର ମିଳିପାରେ । ଆଜି ଆପଣଙ୍କର ପାଖ ପରିବେଶ ବହୁତ ଭଲ ରହିବ ।|

କନ୍ୟା

ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।|

ତୁଳା

ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ ।|

ବିଛା

ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି ।|

ଧନୁ

ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ ।|

ମକର

ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ ।|

କୁମ୍ଭ

ଆଜି ଏଭଳି ଏକ ଦିନ ଯେଉଁଦିନ କି ଆପଣଙ୍କୁ ବିଦେଶରୁ ସୁସମ୍ବାଦ ମିଳିପାରେ । ଯଦି ଆପଣ ପରିବାର ବା ବନ୍ଧୁ ବିଦେଶରେ ରହୁଥାନ୍ତି । ତେବେ ଏହି ସୁସମ୍ବାଦ ତାଙ୍କ ତରଫରୁ ଆସିପାରେ ।ଆଜି ଆପଣ ବିଦେଶ ଯାତ୍ରା କରିପାରନ୍ତି ।|

ମୀନ

ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ ।|

Share Your Comments Below