ମେଷ
ଆଜି ଆପଣ ନିଜ ବନ୍ଧୁମାନଙ୍କ ସହ ନାଚ ଗୀତରେ ବ୍ୟସ୍ତରହିବେ । ଆଜି ଆପଣଙ୍କ ବନ୍ଧୁ ଆପଣଙ୍କ ଘରକୁ ଯାଇପାରନ୍ତି ।ଆପଣ ତାଙ୍କୁ ସ୍ୱାଗତ କରନ୍ତୁ । ସେମାନଙ୍କ ସହ ସାକ୍ଷାତ ପରେ ଆପଣଙ୍କ ମତାନ୍ତର ଶେଷ ହୋଇଯିବ ।
ବୃଷ
ଯଦି ଆପଣଙ୍କୁ ଆଜି ଅନୁଭବ ହୁଏ ଯେ ଆପଣଙ୍କର ପରିବାରର କାହା ସହିତ କୌଣସି ପ୍ରକାର ସମସ୍ୟା ଅଛି ତେଣୁ ଆପଣ ଏହାକୁ ଆଜି ନଷ୍ଟ କରିବାକୁ ଚ଼େଷ୍ଟା କରନ୍ତୁ ।ମିଥୁନ
ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି ।
କର୍କଟ
ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ ।
ସିଂହ
ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
କନ୍ୟା
ଆଜି ଆପଣ ସେମାନଙ୍କ ସହିତ ସମୟ କଟାନ୍ତୁ । ଯେଉଁମାନଙ୍କ ସହିତ ସମୟ କଟାଇବାପାଇଁ ବହୁତ ଦିନରୁ ଅପେକ୍ଷାରତ ,ନିଜ ବନ୍ଧୁମାନଙ୍କୁ ଦେଖାକରନ୍ତୁ କିମ୍ବା ନିଜ ପରିବାରର ଲୋକ ମାନଙ୍କ ସହିତ ସମୟ କଟାନ୍ତୁ ।
ତୁଳା
ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।
ବିଛା
ଆଜି ଆଧ୍ୟାତ୍ମିକତା ପ୍ରତି ଆପଣଙ୍କ ଆଗ୍ରହ ବଢିବ । ଆଜି ଆପଣଙ୍କୁ ଜାଣିବାକୁ ଇଛା ହେବକି ଆପଣ କୋଉଁ ଦିଗରେ ଅଗ୍ରସର ହେଉଛନ୍ତି ।ଏହି ପଥରେ ଚାଲି ଆପଣନିଜକୁ ଠିକ ଭାବରେ ବୁଝିପାରିବେ ।
ଧନୁ
ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ ।
ମକର
ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।
କୁମ୍ଭ
ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ ଦିଅନ୍ତୁ ।
ମୀନ
ଏହି ସମୟରେ ଆପଣ ଧର୍ମପ୍ରତି ଆକର୍ଷିତ ରହିବେ । ସମାଜସେବାରୁ ଆଜି ଆପଣଙ୍କୁ ଶାନ୍ତି ମିଳିବ । ବ୍ୟସ୍ତ ଜୀବନକୁ ଆରାମଦେବାରେ ଏହାହିଁ ଉଚିତ ସମୟ । ଆଜି ଆପଣଙ୍କ ପରିସ୍ଥିତି ଯାହା ହେଉ ମଧ୍ୟ ନିଜର ବିସ୍ୱାଶ ବନେଇ ରଖନ୍ତୁ ।