ଆଜିର ରାଶିଫଳ; ୦୬ ଡିସେମ୍ବର ଶୁକ୍ରବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି ।

ବୃଷ

ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ ।|

ମିଥୁନ

ଆଜି ଆପଣ କୌଣସି ଖୁସି ଖବର ଶୁଣିବା ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ଆଜି ଆପଣଙ୍କୁ ନିଜ ଲୋକଙ୍କ ଠାରୁ କୌଣସି ଖୁସି ଖବର ମିଳିପାରେ । ଆଜି ଆପଣଙ୍କର ଦିନଟି ବହୁତ ଭଲରେ କଟିବ । ଏହି ସମୟଟି ଆପଣ ନିଜ ଲୋକଙ୍କ ସହିତ କଟାଇ ପାରନ୍ତି ।|

କର୍କଟ

ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।|

ସିଂହ

ଆପଣଙ୍କର ବନ୍ଧୁ ନିଜର ଥିବା ଦୁଃଖକୁ ଲାଘବ କରିବା ପାଇଁ ନିଜ ଗୁରୁଙ୍କ ଉପଦେଶ ନେବା ଉଚିତ୍ । ଆପଣ ନିଜ ତରଫରୁ ସବୁ କିଛି ଠିକ୍ କରିବାକୁ ଚେଷ୍ଟା କରୁଛନ୍ତି ।|

କନ୍ୟା

କୌଣସି ନିକଟ ସମ୍ପର୍କୀୟ ଆଜି ଆପଣଙ୍କୁ ସହଯୋଗର ହାତ ବଢ଼େଇବେ । କୌଣସି ସମସ୍ୟାର ସମାଧାନ କରିବାକୁ ହେଲେ ଆପଣଙ୍କୁ ଆପଣଙ୍କର ଲୋକଙ୍କର ସାହାଯ୍ୟର ଦରକାର ପଡ଼ିପାରେ ।|

ତୁଳା

ଆଜି ଆପଣ କୌଣସି ଜଣେ ମହତ୍ତ୍ୱପୁର୍ଣ୍ଣ ବ୍ୟକ୍ତିଙ୍କ ସହ ସମ୍ପର୍କ ଯୋଡି ପାରନ୍ତି । ଧ୍ୟାନ ରଖନ୍ତୁ ଯେପରିକି ସେ ବ୍ୟକ୍ତିଙ୍କ ସାମ୍ନାରେ ଆପଣ ନିଜକୁ ଭଲଭାବେ ପ୍ରସ୍ତୁତ କରିପାରିବେ ।|

ବିଛା

ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।|

ଧନୁ

ଆଜି ଆପଣ କୌଣସି ତୀର୍ଥଯାତ୍ରାକୁ ଯିବା ପାଇଁ ଭାବିବେ । ଆପଣଙ୍କ ଆତ୍ମା ଆଧ୍ୟାତ୍ମ ପ୍ରତି ଆକର୍ଷିତ ରହିବ , ଆଜି ଆପଣଙ୍କର ଜୀବନରେ ଧର୍ମର ମହତ୍ତ୍ୱକୁ ମଧ୍ୟ ଜାଣିବାକୁ ଚାହିଁବେ । ଏହି ରାସ୍ତାରେ ଚାଲିଲେ ଆପଣଙ୍କୁ ସୁଖ ମିଳିବ ।|

ମକର

ଆପଣ ଯେତେବେଳେ ନିଜର ସମ୍ପର୍କିୟ ଲୋକ ସହ ଆଳାପ ଆଲୋଚନା କରୁଛନ୍ତି ନିଜର ଭାଷା ପ୍ରତି ସଂଯତ କରନ୍ତୁ । କିଛି କହିବା ପୂର୍ବରୁ ବିଶେଷ ଧ୍ୟାନ ଦିଅନ୍ତୁ । କେବଳ ଆପଣଙ୍କର ସାବଧାନତା ହିଁ ଆପଣଙ୍କୁ ବିପଦରୁ ଦୂରେଇ ରଖିବେ ।|

କୁମ୍ଭ

ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।|

ମୀନ

ଆଜି ଆପଣଙ୍କର ପରିବାର ସଦସ୍ୟ ନୁହେଁ ନିଜର ସହକର୍ମିଙ୍କ ସହ କଥାବାର୍ତ୍ତା ଓ ବ୍ୟବହାରରେ ସାବଧାନ ରୁହନ୍ତୁ । କିନ୍ତୁ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ହେଉଛି ଆପଣ ଆପଣଙ୍କର ପରିପକ୍ୱ ମନ ସାହାଯ୍ୟରେ ଅଶୋଭନୀୟ ପରିସ୍ଥିତିରୁ ନିଜକୁ ରକ୍ଷା କରିପାରିବେ ।|

Share Your Comments Below