ମେଷ
ଆଜି ଆପଣ ନିଜର ପରିଚ଼ିତ ବ୍ୟକ୍ତିମାନଙ୍କ ଜରିଆରେ ବ୍ୟବସାୟିକ ଏବଂ ସାମାଜିକ ଜୀବନରେ ମଫଳତା ପାଇବେ । ଏହି ସମ୍ପର୍କକୁ ବଜାଏ ରଖିବେ, କାରଣ ଏଥିରୁ ହିଁ ଆପଣଙ୍କର ଜୀବନରେ ବହୁତ ଗୁଡ଼ିଏ ପରିବର୍ତ୍ତନ ଆସିବ ।
ବୃଷ
ଆଜି ଆପଣ ନିଜର ଅଟକି ଥିବା କାମ ଗୁଡ଼ିକୁ ପୂରା କରିବା ପାଇଁ ଚ଼େଷ୍ଟା କରନ୍ତୁ । ଆଜି ଆପଣ ଭଲ ପରିଣାମ ଉପରେ ଧ୍ୟାନ ଦେବେ । ଆଜି ଆପଣ ପୂରା ଜୋରସୋରରେ ନିଜ କାମ ଆରମ୍ଭ କରନ୍ତୁ ।
ମିଥୁନ
ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।
କର୍କଟ
ଆଜି ଆପଣ ନିଜର ଜୀବନକୁ ବଦଳାଇବାକୁ ଚ଼ାହିଁବେ । ଏହି ସମୟଟି ସଠିକ୍ ନିର୍ଣ୍ଣୟ ନେବାର ସମୟ ଅଟେ । ସମସ୍ୟା ଗୁଡ଼ିକୁ ପରିହାର କରିଲେ ତାହାର ଉପାୟ ବାହାରିବ ନାହିଁ ।
ସିଂହ
ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି ।
କନ୍ୟା
ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
ତୁଳା
ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା ।
ବିଛା
ଆଜି ଯେଉଁ ପର୍ଯ୍ୟନ୍ତ ଆପଣଙ୍କର ବ୍ୟବସାୟିକ ଉଦ୍ଦେଶ୍ୟର ପ୍ରଶ୍ନଅଛି ତେବେ ଆପଣଙ୍କର ରାଶି ଭଲ ରହିବ । ଆପଣଙ୍କୁ ଏହି ଜୀବନରେ ସବୁକିଛି ମିଳିପାରିବ ଯଥା ସାଙ୍ଗ, ସାଥୀ, ପରିବାର, ପଇସା ଏବଂ ସଫଳତା ।
ଧନୁ
ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ । ଆପଣ ତାଙ୍କୁ ନିଜର କଥା ଭଲ ଭାବରେ ବୁଝାଇବାକୁ ଚ଼େଷ୍ଟା କରିବେ ।
ମକର
ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।
କୁମ୍ଭ
ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।
ମୀନ
ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।