ମେଷ
ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ ।
ବୃଷ
ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।|
ମିଥୁନ
କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ ।|
କର୍କଟ
ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି ।|
ସିଂହ
ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି ।|
କନ୍ୟା
ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।|
ତୁଳା
ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।|
ବିଛା
ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।|
ଧନୁ
ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।|
ମକର
ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।|
କୁମ୍ଭ
ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ।|
ମୀନ
ଆଜି ଆପଣ ନିଜର ଅଟକି ଥିବା କାମ ଗୁଡ଼ିକୁ ପୂରା କରିବା ପାଇଁ ଚ଼େଷ୍ଟା କରନ୍ତୁ । ଆଜି ଆପଣ ଭଲ ପରିଣାମ ଉପରେ ଧ୍ୟାନ ଦେବେ । ଆଜି ଆପଣ ପୂରା ଜୋରସୋରରେ ନିଜ କାମ ଆରମ୍ଭ କରନ୍ତୁ ।|