ମେଷ
ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।
ବୃଷ
ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।|
ମିଥୁନ
ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚ଼ାଲନ୍ତୁ । ଏହି ସମୟଟି ଖୁବଶୀଘ୍ର ବିତିଯିବ ଏବଂ ଆପଣ ଠିକ୍ ସମୟରେ ନିଜର କାର୍ଯ୍ୟ ଗୁଡ଼ିକୁ ପୂରା କରିପାରିବେ ।|
କର୍କଟ
ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।|
ସିଂହ
ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ ।|
କନ୍ୟା
ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି ।|
ତୁଳା
ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ ।|
ବିଛା
ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।|
ଧନୁ
ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।|
ମକର
ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।|
କୁମ୍ଭ
ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ । ଆପଣ ତାଙ୍କୁ ନିଜର କଥା ଭଲ ଭାବରେ ବୁଝାଇବାକୁ ଚ଼େଷ୍ଟା କରିବେ ।|
ମୀନ
ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।|