ଆଜିର ରାଶିଫଳ; ୧୦ ଫ୍ରେବୁଆରି ୨୦୨୦ ସୋମବାର ; କେମିତି କଟିବ ଆଜିର ଦିନ

ମେଷ

ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ ।

ବୃଷ

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ ।କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ ।

ମିଥୁନ

ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।

କର୍କଟ

ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।

ସିଂହ

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।

କନ୍ୟା

ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ ।

ତୁଳା

କିଛି ସମୟରୁ ଆପଣଙ୍କ ଘରେ ଛୋଟଛୋଟ କଥାକୁ ନେଇ ଝଗଡା ସୃଷ୍ଟି ହେଉଛି । କିନ୍ତୁ ଆଜି ଆପଣ ଏହି ଝଗଡାକୁ ସମାପ୍ତ କରି ହିଁ ଦିଅନ୍ତୁ । ଆଜି ଆପଣ ନିଜର ଚେଷ୍ଟାରେ ଏହି କାର୍ଯ୍ୟଟି କରି ହିଁ ନିଅନ୍ତୁ ।

ବିଛା

ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।

ଧନୁ

astroyogi.com (ଅସ୍ତ୍ରୟୋଗୀ) ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।

ମକର

ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।

କୁମ୍ଭ

ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ ।

ମୀନ

ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ ।