ମେଷ
ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।
ବୃଷ
ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।
ମିଥୁନ
ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।
କର୍କଟ
ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।
ସିଂହ
ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।
କନ୍ୟା
ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।
ତୁଳା
ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
ବିଛା
ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।
ଧନୁ
ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।
ମକର
କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ ।
କୁମ୍ଭ
ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।
ମୀନ
ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ ।