ଆଜିର ରାଶିଫଳ; ୧୧ ଜାନୁଆରୀ ୨୦୨୦ ଶନିବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ଲାଗିବ ଯେ ଆପଣ ବହୁତ ଭାଗ୍ୟଶାଳୀ ଅଟନ୍ତି । ଆପଣଙ୍କର ଆଖପାଖ ଲୋକଙ୍କୁ ମଧ୍ୟ ଏହାହିଁ ଲାଗିବ । ଆଜି ଆପଣ ନିଜ ପରିବାର ଏବଂ କାର୍ଯ୍ୟାଳୟର ଲୋକମାନଙ୍କ ପାଇଁ ମଧ୍ୟ ଭାଗ୍ୟଶାଳୀ ପ୍ରମାଣିତ ହେବେ ।

ବୃଷ

ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା ।|

ମିଥୁନ

ଆଜି ଆପଣ ନିଜର ଜୀବନକୁ ବଦଳାଇବାକୁ ଚ଼ାହିଁବେ । ଏହି ସମୟଟି ସଠିକ୍ ନିର୍ଣ୍ଣୟ ନେବାର ସମୟ ଅଟେ । ସମସ୍ୟା ଗୁଡ଼ିକୁ ପରିହାର କରିଲେ ତାହାର ଉପାୟ ବାହାରିବ ନାହିଁ ।|

କର୍କଟ

ଆଜି ଆପଣଙ୍କୁ ନିଜର ବିଚ଼ାରକୁ ସ୍ପଷ୍ଟତାରେ ଅଭିବ୍ୟକ୍ତ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ ।|

ସିଂହ

ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।|

କନ୍ୟା

ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି ।|

ତୁଳା

ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।|

ବିଛା

ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି ।|

ଧନୁ

ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ ।|

ମକର

ଆଜି ଯେଉଁ ପର୍ଯ୍ୟନ୍ତ ଆପଣଙ୍କର ବ୍ୟବସାୟିକ ଉଦ୍ଦେଶ୍ୟର ପ୍ରଶ୍ନଅଛି ତେବେ ଆପଣଙ୍କର ରାଶି ଭଲ ରହିବ । ଆପଣଙ୍କୁ ଏହି ଜୀବନରେ ସବୁକିଛି ମିଳିପାରିବ ଯଥା ସାଙ୍ଗ, ସାଥୀ, ପରିବାର, ପଇସା ଏବଂ ସଫଳତା ।|

କୁମ୍ଭ

ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।|

ମୀନ

ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ ।|