ଆଜିର ରାଶିଫଳ; ୧୨ ଜାନୁଆରୀ ୨୦୨୦ ରବିବାର ; କେମିତି କଟିବ ଆଜିର ଦିନ

ମେଷ

ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ ।

ବୃଷ

ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ ।

ମିଥୁନ

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ ।କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ ।

କର୍କଟ

ଆପଣ କେତେକ ପରିସୀମା ପର୍ଯ୍ୟନ୍ତ ଏକ ଭଲ ମନୁଷ୍ୟ ଅଛନ୍ତି କିନ୍ତୁ ଆପଣଙ୍କୁ ଏହି କଥାରେ କୌଣସି ଅନୁମାନ ନାହିଁ କି ଖରାପ ପ୍ରଭାବ ବା ନକାରାତ୍ମକତା କିପରି ଆପଣଙ୍କ ଉପରେ ବୋଝ ହୋଇ ଯାଉଛି ।

ସିଂହ

କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ହୁଏତ ଆପଣଙ୍କୁ ଭୂଲ ବୁଝିପାରନ୍ତି । ସାବଧାନ ରୁହନ୍ତୁ ଏବଂ ଠିକ୍ ଭାବରେ ନିଜର କଥା ସେମାନଙ୍କୁ ବୁଝାଇବାକୁ ଚ଼େଷ୍ଟାକରନ୍ତୁ । କଳିକଜିଆରୁ ଭବିଷ୍ୟତରେ ଅସୁବିଧ ହିଁ ହେବ ।

କନ୍ୟା

ଆଜି ଆପଣ ନିଜର ଅଟକି ଥିବା କାମ ଗୁଡ଼ିକୁ ପୂରା କରିବା ପାଇଁ ଚ଼େଷ୍ଟା କରନ୍ତୁ । ଆଜି ଆପଣ ଭଲ ପରିଣାମ ଉପରେ ଧ୍ୟାନ ଦେବେ । ଆଜି ଆପଣ ପୂରା ଜୋରସୋରରେ ନିଜ କାମ ଆରମ୍ଭ କରନ୍ତୁ ।

ତୁଳା

ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।

ବିଛା

ଆଜି ଆପଣଙ୍କୁ ନିଜର ସମ୍ପ୍ରେକ୍ଷଣ କଳାର ଉପଯୋଗ କରିବାକୁ ହେବ, ଆଜି ଆପଣ ନିଜକୁ ନିଜେ ହୁଏତ ଏକ ଅସୁବିଧା ପରିସ୍ଥିତିରେ ପାଇବେ, ଯାହାକି ଅନ୍ୟଙ୍କ ଦ୍ୱାରା ସୃଷ୍ଟି କରାଯାଇଛି ।

ଧନୁ

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।

ମକର

ଆଜି ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ସାବଧାନ ରହିବେ ,କାରଣ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ ।

କୁମ୍ଭ

ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।

ମୀନ

ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।