ଆଜିର ରାଶିଫଳ; ୧୩ ଜାନୁଆରୀ ୨୦୨୦ ସୋମବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।

ବୃଷ

କାର୍ଯ୍ୟ କୁଶଳତାର ଗୁଣ ଆପଣଙ୍କ ଭିତରେ ବହୁପରିମାଣରେ ଅଛି ଯାହା ଏହିଦିନ ଆହୁରୀ ଅଧିକ ବଢ଼ି ଯିବ । ଆପଣ ସକାରାତ୍ମକ ଏବଂ ରଚ଼ନାତ୍ମକ ଉର୍ଜାରେ ଅଛନ୍ତି । ଏଥିପାଇଁ ଆପଣ ସହଜରେ ସମସ୍ୟାର ସମାଧାନ ଖୋଜି ବାହାର କରିପାରିବେ ।

ମିଥୁନ

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ ।

କର୍କଟ

ଆଜି ଆପଣ ନିଜକୁ ଠିକ ଭାବରେ ପରଖିବାକୁ ଚେଷ୍ଟା କରିବେ । ଆପଣ ନିଜର ମର୍ଯ୍ୟାଦାରେ ଧ୍ୟାନ ଦିଅନ୍ତୁ ।ଏହି ମାର୍ଗରେ ଚାଲନ୍ତୁ, କାରଣ ଏଥିରେ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣ କୌଣସି ପବିତ୍ର ସ୍ଥାନକୁ ଯାଇପାରନ୍ତି ।

ସିଂହ

ଆଜି ଆପଣ ନିଜ ମନକୁ ପ୍ରାର୍ଥନା ଓ ଧ୍ୟାନରେ ଲଗାନ୍ତୁ ଓ ନିଜ ଭିତରେ ଶାନ୍ତି ଖୋଜିବାର ଚେଷ୍ଟା କରନ୍ତୁ । ଆପଣ ନିଜ ଅନ୍ତରାତ୍ମାର ରାସ୍ତାରେ ଚାଲିବାକୁ ଚାହାନ୍ତି ।

କନ୍ୟା

ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚ଼ିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?

ତୁଳା

ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ ।

ବିଛା

ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ ।

ଧନୁ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କରିପାରୁନାହାନ୍ତି । ଆଜିକା ଦିନଟିକୁ ବ୍ୟବହାର କରି ଆପଣ ନିଜର ରଚ଼ନାତ୍ମକତାକୁ ଅଭିବ୍ୟକ୍ତ କରି ପାରନ୍ତି ।

ମକର

ଆଜି ଆପଣ ଆତ୍ମଜ୍ଞାନ ଆଧ୍ୟାତ୍ମିକ ଦିଗରେ ନିଜର ପ୍ରକୃତ ରୂପକୁ ଚିହ୍ନନ୍ତୁ ଓ ଆଧ୍ୟାତ୍ମିକଜ୍ଞାନକୁ ବଢାଇବାକୁ ଚେଷ୍ଟା କରନ୍ତୁ । ଏହି ମାର୍ଗରେ ଗତି କଲେ ଆଜି ଆପଣଙ୍କୁ ବହୁତ ଲାଭ ହେବ ଓ ଶାନ୍ତି ମଧ୍ୟ ମିଳିବ ।

କୁମ୍ଭ

ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।

ମୀନ

ଆପଣଙ୍କ ଭିତରେ ରଚ଼ନାତ୍ମକତା ବହୁପରିମାଣରେ ଅଛି, ଆଜିକା ଦିନଟି ଆପଣ ଏହାର ସମ୍ପୂର୍ଣ୍ଣ ବ୍ୟବହାର କରିପାରନ୍ତି । ଆପଣ ବହୁଦିନରୁ କିଛି କହିବାକୁ ଚ଼ାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି ।

Share Your Comments Below