ଆଜିର ରାଶିଫଳ; ୧୪ ଜାନୁଆରୀ ୨୦୨୦ ମଙ୍ଗଳବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ।

ବୃଷ

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଉଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଏବଂ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।|

ମିଥୁନ

ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ ।|

କର୍କଟ

ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ତାହାର ଚରମ ସୀମାରେ ରହିବ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ ।|

ସିଂହ

ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ ।|

କନ୍ୟା

ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ ।|

ତୁଳା

ଆଜି ଆପଣ ନିଜ ଘରେ ଆନନ୍ଦପୂର୍ଣ୍ଣ ଦିନ ବିତାଇବେ । ଖୁସି ପାଇଁ ଏହା ଜରୁରୀ ନୁହେଁ ଯେ ଆପଣ କୌଣସି ପ୍ରକାର ବାହାରେ ହିଁ ପଇସା ଖର୍ଚ୍ଚ କରି ଆନନ୍ଦ ଉଠାଇବେ ବେଳେ । ବେଳେ ଛୋଟ ଛୋଟ ଜିନିଷ ବି ଜୀବନରେ ବହୁତ ଖୁସି ଦିଏ ।|

ବିଛା

ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।|

ଧନୁ

ଆଜି ଆପଣ ନିଜର ଘରବାଲା ଓ ସାଂଗ ମାନଙ୍କ ସହିତ ମଜା ନେବେ ,ଯେଉଁଥିରେ ଆପଣଙ୍କ ଘର ଉପରେ ଖୁସିରେ ବାତାବରଣ ବାଗେଇ ହୋଇ ରହିବ । ଅଧିକ ସମୟ ଧରି ଘରେ ଚାଲିଥିବା କଳିକଜିଆରୁ ଆପଣଙ୍କୁ ମୁକ୍ତି ମିଳିଯିବ ।|

ମକର

ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ ।|

କୁମ୍ଭ

ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ ।|

ମୀନ

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଇଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଓ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।|

Share Your Comments Below