ଆଜିର ରାଶିଫଳ; ୧୪ ଫେବୁଆରି ୨୦୨୦ ଶୁକ୍ରବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

ବୃଷ

ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି ।

ମିଥୁନ

ଆଜି ଆପଣଙ୍କର ବହୁଦିନର ସମସ୍ୟାର ସମାଧାନ ହୋଇଯିବ । ଏହି ସମସ୍ୟା ବହୁଦିନ ପର୍ଯ୍ୟନ୍ତ ଲାଗି ରହିବାର କାରଣ ଏହି ସମସ୍ୟା ସହିତ ଜଡ଼ିତ ବ୍ୟକ୍ତି ମାନଙ୍କର ଚ଼ିନ୍ତା ଧାରାରେ ଏକତା ନ ରହିବା, ଯାହା ହେଉ ଆପଣ ମଜ୍ଜା କରିପାରନ୍ତି ।

କର୍କଟ

ଆଜି ହଠାତ୍ ଆପଣଙ୍କର କୌଣସି ବନ୍ଧୁ ଫୋନ୍ କିମ୍ବା ଇମେଲ କରିପାରନ୍ତି । ଏହି ବନ୍ଧୁ ବୋଧହୁଏ ଆପଣଙ୍କ ଘରେ କିଛି ଦିନ ରହିବାକୁ ଆସିପାରନ୍ତି । ଆପଣ ତାଙ୍କର ଆତିଥ୍ୟ ଚ଼ର୍ଚ୍ଚା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ ।

ସିଂହ

ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।

କନ୍ୟା

ଆଜି କୌଣସି ପାରିବାରିକ ଉତ୍ସବ ହେବାର ସମ୍ଭାବନା ଅଛି ତେଣୁ ଯିବାପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ, ଏହା ଆନନ୍ଦ କରିବାର ସମୟ ଅଟେ । ଏହି ପାରିବାରିକ ଉତ୍ସବ ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ବହୁତ ଖୁସି ଆଣିଦେବ ।

ତୁଳା

ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।

ବିଛା

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କୁ ନୂଆ ପରିଚ଼ୟ ମିଳିପାରେ । ଏଥିପାଇଁ ବୋଧହୁଏ ତାଙ୍କୁ ବହୁତ ପ୍ରଶଂସା ମିଳିପାରେ । ଆଜି ନିଜ ପରିବାରର କିଛି ସଦସ୍ୟଙ୍କର ଦେଖାଶୁଣା କରିବାକୁ ପଡ଼ିପାରେ । ସମୟ କାଢ଼ି ନିଜ ଲୋକଙ୍କୁ ସ୍ନେହ ଦିଅନ୍ତୁ ।

ଧନୁ

ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ ।

ମକର

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।

କୁମ୍ଭ

ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ସୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ ।

ମୀନ

ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ ।