ଆଜିର ରାଶିଫଳ; ୧୫ ଫେବୁଆରି ୨୦୨୦ ଶନିବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚ଼ାଲନ୍ତୁ । ଘର କଥା ହେଉ ଅଥବା ବନ୍ଧୁଙ୍କ ବିଷୟରେ ,ଏବିଷୟରେ ଆପଣ ନିଷ୍ପତ୍ତି ନେବା ଉଚ଼ିତ୍ ହେବ । ଏଥିପାଇଁ ଆପଣ ନିଷ୍ପତ୍ତି ନେବା ପାଇଁ ନିଜର ମନର କଥା ନିଶ୍ଚୟ ଶୁଣନ୍ତୁ ।

ବୃଷ

ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।|

ମିଥୁନ

ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।|

କର୍କଟ

ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।|

ସିଂହ

ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।|

କନ୍ୟା

ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।|

ତୁଳା

ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।|

ବିଛା

ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।|

ଧନୁ

ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।|

ମକର

ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।|

କୁମ୍ଭ

ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।|

ମୀନ

ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।|

Share Your Comments Below