ଆଜିର ରାଶିଫଳ; ୧୯ ମାର୍ଚ୍ଚ ୨୦୨୦ ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ନିଷ୍ପତ୍ତି ନେବାପୂର୍ବରୁ ଭାବିଚ଼ିନ୍ତି ନିଷ୍ପତ୍ତି ନେଲେ ଭଲ ହେବ ।

ବୃଷ

ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।

ମିଥୁନ

ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ଅଟେ ।ବହୁତ ମଜା କରନ୍ତୁ ଆଜି ଆପଣଙ୍କର ଭାବନା ସ୍ଥିର ରହିବ ଏବଂ ଆପଣ ବହୁତ ଆନନ୍ଦ ଅନୁଭବ କରିବେ । ଆଜି ଆପଣଙ୍କର ଆତ୍ମବିଶ୍ୱାସ ଦୃଢ଼ ଅଛି ,ତେଣୁ ଏହି ସମୟର ସଦୁପଯୋଗ କରନ୍ତୁ ।

କର୍କଟ

ଆଜି ଆପଣଙ୍କୁ ଆପଣଙ୍କର କୌଣସି ବନ୍ଧୁ ସାହାଯ୍ୟ ମାଗି ପାରନ୍ତି ।ଏହି ବନ୍ଧୁଙ୍କୁ ବୋଧହୁଏ ଆପଣଙ୍କ ସାହାଯ୍ୟର ଆବଶ୍ୟକତା ଅଛି । ତାହା ସହିତ ଆପଣ ବନ୍ଧୁତ୍ୱ ପୂର୍ଣ୍ଣ ବ୍ୟବହାର କରନ୍ତୁ ଏବଂ ତାଙ୍କ ଭଲ ପାଇଁ ଆପଣ ସବୁପ୍ରକାର ଚ଼େଷ୍ଟା କରନ୍ତୁ ।

ସିଂହ

ଆଜି ଆପଣ ଆଶ୍ଚର୍ଯ୍ୟ ହେବେ ,ବହୁଦିନର ସମସ୍ୟାର ସମାଧାନ ଆପଣ କରିଦେଲେ ଯାହା ଆପଣ ବହୁ ଦିନରୁ କରିପାରୁ ନଥିଲେ । ଏହି ସମସ୍ୟା ଆପଣଙ୍କର ପ୍ରିୟଜନ ମାନଙ୍କ ମଧ୍ୟରେ ଚ଼ାଲିଥିଲା ।

କନ୍ୟା

ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।

ତୁଳା

ଆଜିର ଦିନ ଟି ଆପଣଙ୍କର ଜୋସ୍ ରେ ଭରା ରହିବ । ଆଜି ଆପଣଙ୍କୁ ଆପଣଙ୍କର ପ୍ରତ୍ୟେକ ଦିନର ଦିନଚ଼ର୍ଯ୍ୟାରୁ ମୁକ୍ତି ମିଳିବ । ଏବଂ ଆପଣ ନିଜକୁ ସତେଜ ଅନୁଭବ କରିବେ ।

ବିଛା

ଏହିସମୟରେ ଆପଣଙ୍କୁ କିଛି ବଦଳାଇବାକୁ ପଡ଼ିବ ଯାହା ପାଇଁ ଆପଣ କିଛି ଚ଼ିନ୍ତାରେ ରହିବେ, କିନ୍ତୁ ମନେରଖନ୍ତୁ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ କିଛି ନୂଆ ସୁଯୋଗ ଆଣିଦେବ ଏବଂ ଆପଣଙ୍କର ଚ଼ିନ୍ତାଧାରାକୁ ବଢ଼ାଇବାରେ ସହାୟକ ହେବ ।

ଧନୁ

ଆଜି ଆପଣଙ୍କର ଦିନ ଶାନ୍ତିରେ କଟିବ । ଦୁନିଆର ଅଶାନ୍ତି ବାତାବରଣ ଆପଣଙ୍କୁ ବ୍ୟସ୍ତ କରିପାରିବ ନାହିଁ । ଆଜି ଆପଣ ନିଜ ମସ୍ତିଷ୍କକୁ କିଛି ସମୟ ବିଶ୍ରାମ ଦେଲେ ଭଲ ହେବ ।

ମକର

ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ ।

କୁମ୍ଭ

ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚ଼େସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

ମୀନ

ଆଜି ଆପଣ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚ଼ିନ୍ତି ନେବେ ।ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚ଼ିନ୍ତି ନିଅନ୍ତୁ ।