ମେଷ
ଆପଣଙ୍କୁ କେହି ସାମାଜିକ କାମ ପାଇଁ ସାହାଯ୍ୟ ମାଗିଲେ ଆପଣ ତାହା ଅବଶ୍ୟ କରନ୍ତୁ । ଏଥିରୁ ଆପଣଙ୍କୁ ସନ୍ତୁଷ୍ଟି ମିଳିବା ସହିତ ସେମାନଙ୍କୁ ସାହାଯ୍ୟ ମଧ୍ୟ ମିଳିଯିବ । ଆଗକୁ ବଢ଼ନ୍ତୁ ଏବଂ ଏହି ଅନୁଭବର ମଜ୍ଜା ନିଅନ୍ତୁ ।
ବୃଷ
ଆଜି ଆପଣ ନମ୍ରତାର ସହିତ ବ୍ୟବହାର କରନ୍ତୁ ଏବଂ ନିଜ ପ୍ରିୟଜନ ମାନଙ୍କ ସହିତ ସ୍ନେହପୂର୍ଣ୍ଣ ବ୍ୟବହାର କରନ୍ତୁ ସେମାନେ ଆପଣଙ୍କୁ ଆପଣଙ୍କର ବ୍ୟବହାର ପାଇଁ ଧନ୍ୟବାଦ ଦେବେ ଆଜି ଆପଣ ଅନୁଭବ କରିବେ ।|
ମିଥୁନ
ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ ।|
କର୍କଟ
ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।|
ସିଂହ
ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।|
କନ୍ୟା
ଆଜି ଆପଣ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ । ହଠାତ୍ ଆପଣଙ୍କ ବନ୍ଧୁ ଆପଣଙ୍କୁ ସାକ୍ଷାତ କରିବାପାଇଁ ଆପଣଙ୍କ ଘରକୁ ଆସି ପାରନ୍ତି । ତାଙ୍କ ସାଥିରେ ଖୁସି ମଉଜ କରନ୍ତୁ । କିନ୍ତୁ ଆଜି ଆପଣ ନିଜ କାର୍ଯ୍ୟ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ ।|
ତୁଳା
ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।|
ବିଛା
ସାମାଜିକ ସମାରୋହକୁ ଆପଣ ସର୍ବଦା ମନେରଖିବେ । ଆଜି ଆପଣଙ୍କ ଘରେ ଲୋକମାନଙ୍କ ଗହଳି ଚ଼ହଳି ଲାଗିରହିବ । ବୋଧହୁଏ ସେମାନେ ଆପଣଙ୍କ ଘରେ ରହିପାରନ୍ତି । ତଥାପି ଆପଣଙ୍କ ଦିନଚ଼ର୍ଯ୍ୟାରେ ପରିବର୍ତ୍ତନ ହେବ ।|
ଧନୁ
ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚ଼ର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ ।|
ମକର
ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।|
କୁମ୍ଭ
ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ ।|
ମୀନ
ଆଜି ଆପଣଙ୍କ ଘରୋଇ ଜୀବନରେ କିଛି ଉତଥାନ ପତ୍ତନ ହେବାର ଅଛି । କିନ୍ତୁ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହା ହେବ ଭଲ ହେବ । ଘରକୁ ଅତିଥି ଆସିବେ ଏବଂ ଖୁସି ବଢ଼ିବ ।|