ମେଷ
ଭବିଷ୍ୟତର ଯୋଜନା କରିବା ପାଇଁ ଏହି ସମୟ ଉପଯୁକ୍ତ । ଆପଣଙ୍କ ମଧ୍ୟରୁ ଯେଉଁ ଲୋକମାନେ ଖରାପ ପରିସ୍ଥିତିର ସାମ୍ନାକରୁଛନ୍ତି, ସେମାନେ ନିଜର ରଣନୀତିରେ ପରିବର୍ତ୍ତନ ଆଣିବା ଉଚ଼ିତ୍ । ଏହା ଦ୍ୱାରା ଆପଣ ସହଜରେ ଲକ୍ଷ ପ୍ରାପ୍ତି କରିପାରିବେ ।
ବୃଷ
ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।|
ମିଥୁନ
ଆଜି ଦିନରେ ମିଶ୍ରିତ ମାନସିକତା ଅନୁଭବ କରିବେ । ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖନ୍ତୁ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି ।|
କର୍କଟ
ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ ।|
ସିଂହ
ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ ।|
କନ୍ଯା
ଆଜି ଆପଣ ନିଜକୁ ପ୍ରସ୍ତୁତ କରିବାର ଦିନ । ନିଜର ବିଲଗୁଡିକୁ ଅଲଗା କରନ୍ତୁ । ଆଲମୀରାଗୁଡ଼ିକୁ ସଫା କରନ୍ତୁ ଏବଂ ନିଜ ପାଇଁ ଗୋଟିଏ ବନେଟ୍ ନିର୍ଦ୍ଧାରଣ କରନ୍ତୁ ।|
ତୁଳା
ନିଜର ଘରର ଦରଜାକୁ ଠିକ୍ ଭାବେ ବନ୍ଦ ରଖନ୍ତୁ । ନଚ଼େତ୍ ଆପଣ କ୍ଷତି ସହି ପାରନ୍ତି । ଘରର ସୁରକ୍ଷା ବିଷୟରେ ଧ୍ୟାନ ଦିଅନ୍ତୁ । ନହେଲେ କ୍ଷତି ସହିବାକୁ ପଡ଼ିପାରେ । ନିଜର ମୂଲ୍ୟବାନ ବସ୍ତୁକୁ ଏଠି ସେଠି ପକାନ୍ତୁ ନାହିଁ ।|
ବିଛା
ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।|
ଧନୁ
ବହୁ ଦିନର ହଜିଯାଇଥିବା ଏକ ବସ୍ତୁ ମିଳିଯିବା ପରେ ଆପଣ ଖୁସି ଅନୁଭବ କରିବେ । ଏବେ ସମୟ ଆପଣଙ୍କ ପାଇଁ ଅନୁକୂଳ । ସେଥିପାଇଁ ଛୋଟ ଛୋଟ କଥା ବି ଆପଣଙ୍କୁ ଖୁସି ଆଣିଦେବ ।|
ମକର
ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ । ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।|
କୁମ୍ଭ
ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ ।ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ ।|
ମୀନ
ଏହି ସମୟରେ ଆପଣଙ୍କୁ ଧନ,ମାନ ,ଯଶ ସବୁ ମିଳିପାରିବ । ଆଜି ଆପଣଙ୍କର ମଜା କରିବାର ଦିନ , ଜୀବନ ଆଜି ଆପଣଙ୍କୁ ସେ ସବୁ କିଛି ଦେଇଛି ,ଯାହାପାଇଁ ଆପଣ ବହୁତ ପରିଶ୍ରମ କରିଥିଲେ ।|