ଆଜିର ରାଶିଫଳ; ୩୦ ନଭେମ୍ବର ଶନିବାର ; କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ ।

ବୃଷ

ଆଗକୁ ବଢ଼ନ୍ତୁ ଏବଂ ବନ୍ଧୁ ଓ ପରିବାରବର୍ଗଙ୍କ ସହ ମିଶି କିଛି ଭଲ କାର୍ଯ୍ୟ କରନ୍ତୁ । ଆଜି ଆପଣ ନିଜର ସମସ୍ତ କାର୍ଯ୍ୟକୁ ଗୋଟିଏ ପାଖରୁ ରଖି କେବଳ ମନୋରଞ୍ଜନ କରନ୍ତୁ କାରଣ ଜୀବନରେ ଏହା ମଧ୍ୟ ଜରୁରୀ ।|

ମିଥୁନ

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ ।|

କର୍କଟ

କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ ।|

ସିଂହ

ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚ଼ାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ ।|

କନ୍ୟା

ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।|

ତୁଳା

ଆଜି ସଂଦ୍ଧ୍ୟାରେ ହୋଇଥିବା ସମାରୋହ ଏକ ମହତ୍ତ୍ୱପୂର୍ଣ୍ଣ ପୂରା କରିବ । ବୋଧହୁଏ ଯେ କୌଣସି ମହତ୍ତ୍ୱପୂର୍ଣ୍ଣ ଚ଼ୁକ୍ତି ହେଇପାରେ କିମ୍ବା କୌଣସି ପରିଯୋଜନାକୁ ଶେଷ ରୂପେ ମିଳିପାରେ ।|

ବିଛା

ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।|

ଧନୁ

ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ । ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି ।|

ମକର

ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ।|

କୁମ୍ଭ

ଆଜି କିଛି ନୂଆ ଦାୟୀତ୍ତ୍ୱ ଆପଣ ନେଇ ପାରନ୍ତି ,ଯାହାକି ଆପଣଙ୍କୁ ପୁରସ୍କାର ଆଣିଦେଇପାରେ ଆପଣ ନିଜର ମାନ,ଯଶର ପୁରା ମଜ୍ଜା ନେଇ ପାରନ୍ତି,ମାତ୍ର ମନେ ରଖନ୍ତୁ ଯେ କୌଣସି ପ୍ରକାରରେ ମଧ୍ୟ ନିଜର ପ୍ରତିଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।|

ମୀନ

ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।|

Share Your Comments Below