ଆଜିର ରାଶିଫଳ; ୩୦ ମାର୍ଚ୍ଚ ୨୦୨୦ ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ । ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି ।

ବୃଷ

ଆଜି ଆପଣ ଭାବିବେ ଯେ ଘର ଏବଂ କାର୍ଯ୍ୟାଳୟର କାର୍ଯ୍ୟରୁ ନିବୃତ ରହି ପ୍ରକୃତିର ଆନନ୍ଦ ଅନୁଭବ କରିବାପାଇଁ । ଆପଣ ନିଜର ମନୋମାଳିନ୍ୟ ସବୁ ପାଶୋରି ଦେଇ ନିଜ ମନକୁ ଶାନ୍ତ କରିବାପାଇଁ ଚାହୁଁଛନ୍ତି ।

ମିଥୁନ

ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସି ପୁର୍ଣ୍ଣ ରହିବ । ଆପଣ ଆପଣଙ୍କ ବନ୍ଧୁମାନଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ ।

କର୍କଟ

ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରୀରହିବ , ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ । ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ ।

ସିଂହ

ଆଜି ସନ୍ଧ୍ୟାରେ ଆପଣ ନିଜର ମୂଲ୍ୟବାନ , ଜିନିଷ ଚୋରୀ ପାଇଁ ଚିନ୍ତିତ ରହିପାରନ୍ତି । ଯେଉଁଥିପାଇଁ ଆପଣ କିଛି ସୁଚିନ୍ତିତ ପଦକ୍ଷେପ ନେଇ ପାରନ୍ତି । ତେଣୁ ସାବଧାନ ରୁହନ୍ତୁ ।

କନ୍ୟା

ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ ।

ତୁଳା

ଆଜି ଆପଣଙ୍କ ବନ୍ଧୁମାନେ ଆପଣଙ୍କୁ ଖୁବ୍ ପ୍ରଶଂସା କରିବେ । ଆପଣ ସହକର୍ମୀମାନେ ମଧ୍ୟ ଆପଣଙ୍କ ପ୍ରଶଂସା ଗାଇବେ । ଆପଣ ଜଣେ ବନ୍ଧୁମାନ ବ୍ୟକ୍ତି । ଯଦି ଆପଣଙ୍କୁ ବନ୍ଧୁମାନେ ଉପଦେଶ ମାଗନ୍ତି ,ତେବେ ଆପଣ ତାଙ୍କୁ ନିରାଶ କରନ୍ତୁ ନାହିଁ ।

ବିଛା

ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ।

ଧନୁ

ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।

ମକର

ଆଜି ଆପଣଙ୍କୁ ଖୁବ୍ ମାନ, ଯଶ ମିଳିବ । ଆଜି ଆପଣ ଯେଉଁ ସ୍ଥିତିରେ ଅଛନ୍ତି , ଏସବୁ କେବଳ ଆପଣଙ୍କ ସ୍ପଷ୍ଟତା ଏବଂ ଭଲ ସଂମ୍ପ୍ରେଷଣ କଳା ଯୋଗୁଁ ସମ୍ଭବ ।

କୁମ୍ଭ

ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।

ମୀନ

ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । ଯଦି ଆପଣଙ୍କୁ ନିଜ ସଫଳତା ପାଇଁ ଅନ୍ୟମାନଙ୍କ ଠାରୁ ସହାନୁଭୂତି ମିଳୁଛି, ତେବେ ବ୍ୟସ୍ତହୁଅନ୍ତୁ ନାହିଁ ।