ମେଷ
ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ ।
ବୃଷ
ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ ।
ମିଥୁନ
ନିଜ ସମ୍ପର୍କରେ ସୁଧାର ଆଣିବା ପାଇଁ ଯୋଜନା କରନ୍ତୁ ଏବଂ ସେମାନଙ୍କୁ ଖୁସି କରିଦିଅନ୍ତୁ ।ଆଜି ଶୀଘ୍ର ଘରେ ପହଞ୍ଚିବା ପାଇଁ ଚ଼େଷ୍ଟା କରନ୍ତୁ ଏବଂ ପରିବାର ବର୍ଗକୁ ବାହାରକୁ ବୁଲେଇ ନେଇ ଯାଆନ୍ତୁ । ଆପଣ ଦେଖିବେ ଆପଣଙ୍କୁ କେତେ ଖୁସି ମିଳିବ ।
କର୍କଚ
କୌଣସି ଆତ୍ମୀୟଙ୍କ ସହ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଆଜି ନିଜ ତରଫରୁ ନିଜ ସମ୍ପର୍କକୁ ସୁଧାରିବାକୁ ଚ଼େଷ୍ଟା କରନ୍ତୁ । ନିଜ ଉପରେ ନିୟନ୍ତ୍ରଣ ରଖି ଏହାର ଆରମ୍ଭ କରନ୍ତୁ । ସଠିକ୍ ସମୀକ୍ଷା ଦ୍ୱାରା ଆପଣଙ୍କୁ ସହାଯ୍ୟ ମିଳିବ ।
ସିଂହ
ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।
କନ୍ୟା
ଆଜି ସଂଦ୍ଧ୍ୟାରେ ହୋଇଥିବା ସମାରୋହ ଏକ ମହତ୍ତ୍ୱପୂର୍ଣ୍ଣ ପୂରା କରିବ । ବୋଧହୁଏ ଯେ କୌଣସି ମହତ୍ତ୍ୱପୂର୍ଣ୍ଣ ଚ଼ୁକ୍ତି ହେଇପାରେ କିମ୍ବା କୌଣସି ପରିଯୋଜନାକୁ ଶେଷ ରୂପେ ମିଳିପାରେ ।
ତୁଳା
ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ । ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି ।
ବିଛା
ଆଜି ଆପଣଙ୍କ ବନ୍ଧୁମାନେ ଆପଣଙ୍କୁ ଖୁବ୍ ପ୍ରଶଂସା କରିବେ । ଆପଣ ସହକର୍ମୀମାନେ ମଧ୍ୟ ଆପଣଙ୍କ ପ୍ରଶଂସା ଗାଇବେ । ଆପଣ ଜଣେ ବନ୍ଧୁମାନ ବ୍ୟକ୍ତି । ଯଦି ଆପଣଙ୍କୁ ବନ୍ଧୁମାନେ ଉପଦେଶ ମାଗନ୍ତି ,ତେବେ ଆପଣ ତାଙ୍କୁ ନିରାଶ କରନ୍ତୁ ନାହିଁ ।
ଧନୁ
ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ।
ମକର
ଆଜି କିଛି ନୂଆ ଦାୟୀତ୍ତ୍ୱ ଆପଣ ନେଇ ପାରନ୍ତି ,ଯାହାକି ଆପଣଙ୍କୁ ପୁରସ୍କାର ଆଣିଦେଇପାରେ ଆପଣ ନିଜର ମାନ,ଯଶର ପୁରା ମଜ୍ଜା ନେଇ ପାରନ୍ତି,ମାତ୍ର ମନେ ରଖନ୍ତୁ ଯେ କୌଣସି ପ୍ରକାରରେ ମଧ୍ୟ ନିଜର ପ୍ରତିଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।
କୁମ୍ଭ
ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରୀରହିବ , ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ । ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ ।
ମୀନ
ଆଜି ଆପଣଙ୍କୁ ଖୁବ୍ ମାନ, ଯଶ ମିଳିବ । ଆଜି ଆପଣ ଯେଉଁ ସ୍ଥିତିରେ ଅଛନ୍ତି , ଏସବୁ କେବଳ ଆପଣଙ୍କ ସ୍ପଷ୍ଟତା ଏବଂ ଭଲ ସଂମ୍ପ୍ରେଷଣ କଳା ଯୋଗୁଁ ସମ୍ଭବ ।