ମେଷ
ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।
ବୃଷ
ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ ।|
ମିଥୁନ
ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।|
କର୍କଟ
ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।|
ସିଂହ
ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।|
କନ୍ୟା
ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।|
ତୁଳା
ଆଜିର ଦିନ ନୂଆ ବନ୍ଧୁଟିଏ କରିବାର ଦିନ ଅଟେ । ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି ।|
ବିଛା
ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ସୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ ।|
ଧନୁ
ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।|
ମକର
ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ ।ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ ।|
କୁମ୍ଭ
ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।|
ମୀନ
ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।|