ଆଜିର ରାଶିଫଳ; 03 ସେପ୍ଟେମ୍ବର 2020 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ ।

ବୃଷ

କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ ।|

ମିଥୁନ

ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ । ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି ।|

କର୍କଟ

ଆଜି ସଂଦ୍ଧ୍ୟାରେ ହୋଇଥିବା ସମାରୋହ ଏକ ମହତ୍ତ୍ୱପୂର୍ଣ୍ଣ ପୂରା କରିବ । ବୋଧହୁଏ ଯେ କୌଣସି ମହତ୍ତ୍ୱପୂର୍ଣ୍ଣ ଚ଼ୁକ୍ତି ହେଇପାରେ କିମ୍ବା କୌଣସି ପରିଯୋଜନାକୁ ଶେଷ ରୂପେ ମିଳିପାରେ ।|

ସିଂହ

ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ ।|

କନ୍ୟା

ଆଗକୁ ବଢ଼ନ୍ତୁ ଏବଂ ବନ୍ଧୁ ଓ ପରିବାରବର୍ଗଙ୍କ ସହ ମିଶି କିଛି ଭଲ କାର୍ଯ୍ୟ କରନ୍ତୁ । ଆଜି ଆପଣ ନିଜର ସମସ୍ତ କାର୍ଯ୍ୟକୁ ଗୋଟିଏ ପାଖରୁ ରଖି କେବଳ ମନୋରଞ୍ଜନ କରନ୍ତୁ କାରଣ ଜୀବନରେ ଏହା ମଧ୍ୟ ଜରୁରୀ ।|

ତୁଳା

ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚ଼ାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ ।|

ବିଛା

ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।|

ଧନୁ

ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।|

ମକର

ଆଜି ଆପଣଙ୍କର ପ୍ରସିଦ୍ଧିରେ ଯାହା ଜାରୀରହିବ , ଆଗାମୀ ଦିନରେ ଆପଣଙ୍କୁ ମଉଜ ମସ୍ତି କରିବାର ସୁଯୋଗ ମିଳିବ । ସବୁ କିଛି ଆପଣଙ୍କର ଆପ୍ରାଣ ଉଦ୍ୟମର ଫଳ ।|

କୁମ୍ଭ

ଆଜି ଆପଣଙ୍କୁ ଖୁବ୍ ମାନ, ଯଶ ମିଳିବ । ଆଜି ଆପଣ ଯେଉଁ ସ୍ଥିତିରେ ଅଛନ୍ତି , ଏସବୁ କେବଳ ଆପଣଙ୍କ ସ୍ପଷ୍ଟତା ଏବଂ ଭଲ ସଂମ୍ପ୍ରେଷଣ କଳା ଯୋଗୁଁ ସମ୍ଭବ ।|

ମୀନ

ଆଜି ଆପଣଙ୍କ ବନ୍ଧୁମାନେ ଆପଣଙ୍କୁ ଖୁବ୍ ପ୍ରଶଂସା କରିବେ । ଆପଣ ସହକର୍ମୀମାନେ ମଧ୍ୟ ଆପଣଙ୍କ ପ୍ରଶଂସା ଗାଇବେ । ଆପଣ ଜଣେ ବନ୍ଧୁମାନ ବ୍ୟକ୍ତି । ଯଦି ଆପଣଙ୍କୁ ବନ୍ଧୁମାନେ ଉପଦେଶ ମାଗନ୍ତି ,ତେବେ ଆପଣ ତାଙ୍କୁ ନିରାଶ କରନ୍ତୁ ନାହିଁ ।|