ଆଜିର ରାଶିଫଳ; 06 ଅଗଷ୍ଟ 2020 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ ।

ବୃଷ

ଆଜି ଆପଣଙ୍କର ପରିବାର ସଦସ୍ୟ କୌଣସି ଶୁଭ ସମାଚ଼ାର ଦେଇପାରିବେ । ଆଜି ଆପଣଙ୍କୁ କୌଣସି ଶୁଭ ସମାଚ଼ାର ମିଳିପାରେ । ଆଜି ଆପଣଙ୍କର ପାଖ ପରିବେଶ ବହୁତ ଭଲ ରହିବ ।|

ମିଥୁନ

ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।|

କର୍କଟ

ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।|

ସିଂହ

ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ ।|

କନ୍ୟା

ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।|

ତୁଳା

ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ ।|

ବିଛା

ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।|

ଧନୁ

ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ ।|

ମକର

ଆଜି ଆପଣ ସେହି ବ୍ୟକ୍ତି ଉପରେ ହତାଶ ଅନୁଭବ କରୁଛନ୍ତି ଯେଉଁ ମାନେ ଆପଣଙ୍କୁ ନିରାଶ କରିଛନ୍ତି । ଆପଣଙ୍କୁ ଏମିତି ଲାଗିବ, ଲୋକମାନେ ଦେଇଥିବା କଥା ଅନୁସାରେ କାମ କରୁନାହାନ୍ତି । ଆଜି ଆପଣ ମୁଣ୍ଡକୁ ଶାନ୍ତ ରଖିବାକୁ ହେବ ।|

କୁମ୍ଭ

ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚ଼େଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ ।|

ମୀନ

ଆଜି ଆପଣ ନିର୍ଦ୍ଦିଷ୍ଟ ସମୟରେ କାର୍ଯ୍ୟଟି ପୁରଣ ନକରିପାରନ୍ତି ସେଥି ପାଇଁ ସଚ଼େତନ ହେବା ଆବଶ୍ୟକ । ଯଦି ଆପଣ କୌଣସି ଚ଼ାକିରୀ କିମ୍ବା ଛାତ୍ରବୃତ୍ତି ପାଇଁ ଆବେଦନ କରୁଛନ୍ତି ତାହେଲେ ସତର୍କ ରୁହନ୍ତୁ ।|