ମେଷ
ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ ।
ବୃଷ
ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।|
ମିଥୁନ
ଆଜି ଆପଣଙ୍କର ପରିବାର ସଦସ୍ୟ କୌଣସି ଶୁଭ ସମାଚ଼ାର ଦେଇପାରିବେ । ଆଜି ଆପଣଙ୍କୁ କୌଣସି ଶୁଭ ସମାଚ଼ାର ମିଳିପାରେ । ଆଜି ଆପଣଙ୍କର ପାଖ ପରିବେଶ ବହୁତ ଭଲ ରହିବ ।|
କର୍କଟ
ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।|
ସିଂହ
ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ ।|
କନ୍ୟା
ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ ।|
ତୁଳା
ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।|
ବିଛା
ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ ।|
ଧନୁ
ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ ।|
ମକର
ଆଜି ଆପଣ ସେମାନଙ୍କ ସହିତ ସମୟ କଟାନ୍ତୁ । ଯେଉଁମାନଙ୍କ ସହିତ ସମୟ କଟାଇବାପାଇଁ ବହୁତ ଦିନରୁ ଅପେକ୍ଷାରତ ,ନିଜ ବନ୍ଧୁମାନଙ୍କୁ ଦେଖାକରନ୍ତୁ କିମ୍ବା ନିଜ ପରିବାରର ଲୋକ ମାନଙ୍କ ସହିତ ସମୟ କଟାନ୍ତୁ ।|
କୁମ୍ଭ
ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।|
ମୀନ
ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।|