ଆଜିର ରାଶିଫଳ; 18 ଅଗଷ୍ଟ 2020 ମଙ୍ଗଳବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣ ନିଜର ଘରବାଲା ଓ ସାଂଗ ମାନଙ୍କ ସହିତ ମଜା ନେବେ ,ଯେଉଁଥିରେ ଆପଣଙ୍କ ଘର ଉପରେ ଖୁସିରେ ବାତାବରଣ ବାଗେଇ ହୋଇ ରହିବ । ଅଧିକ ସମୟ ଧରି ଘରେ ଚାଲିଥିବା କଳିକଜିଆରୁ ଆପଣଙ୍କୁ ମୁକ୍ତି ମିଳିଯିବ ।

ବୃଷ

ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ|

ମିଥୁନ

ଆଜି ଆପଣ ମାନସିକ କ୍ଷେତ୍ରରେ ଦୃଢ଼ ରହିବେ । ଆପଣଙ୍କ ଯୋଗ୍ୟତା ଓ ଜ୍ଞାନ ବଳରେ ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଓ ତା ସଙ୍ଗେ ଆପଣଙ୍କୁ ଲାଭ ମଧ୍ୟ ମିଳିବ ।|

କର୍କଟ

ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।|

ସିଂହ

ଆଜି ଆପଣଙ୍କୁ କିଛି ନୂଆ ଶିଖିବାକୁ ମିଳିବ । ଜୀବନରେ ପ୍ରତିକ୍ଷଣରେ ଆମକୁ କିଛି ନୂଆ କଥା ଶିଖିବାକୁ ପଡ଼ିଥାଏ ।ତେଣୁ ସବୁ ପରିସ୍ଥିତିରୁ ଆମେ କିଛି ନା କିଛି ଶିଖିବା ଉଚ଼ିତ୍ । ଏମିତିବି ଆପଣଙ୍କୁ ନୂଆ ଅନୁଭୂତି ଅନୁଭବ କରିବା ବହୁତ ପସନ୍ଦ ।|

କନ୍ୟା

ଆଜି ଆପଣଙ୍କୁ ଏମିତି ଗୋଟିଏ ଜ୍ଞାନ ପ୍ରାପ୍ତି କରିବାର ଅବସର ମିଳିବ ଯେଉଁଥିରେ କି ଆପଣଙ୍କୁ ଲାଭ ହେବ । ଏହି ଜ୍ଞାନ ଆପଣଙ୍କୁ କୌଣସି ବ୍ୟକ୍ତି କିମ୍ବା ପୁସ୍ତକରୁ ପ୍ରାପ୍ତ ହୋଇପାରେ ।|

ତୁଳା

ଏହି କ୍ଷେତ୍ରରେ ଆପଣ ବଢ଼ାଇଥିବା ପାଦ କେବଳ ଆପଣଙ୍କ ମାନସିକ ଯୋଗ୍ୟତା ନୁହେଁ ଆପଣଙ୍କ ବ୍ୟବସାୟିକ ଦିଗରେ ମଧ୍ୟ ବହୁତ ଲାଭଦାୟକ ହେବ । ଆଜି ଆପଣଙ୍କୁ କିଛି ନୂଆ ଶିଖିବାର ଆଗ୍ରହ ଆପଣଙ୍କୁ ବ୍ୟସ୍ତ କରେଇଦେବ ।|

ବିଛା

ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ ।|

ଧନୁ

ଶିକ୍ଷାକ୍ଷେତ୍ରରେ ଆଜି ଆପଣଙ୍କୁ ସଫଳତା ମିଳିବ । ଯଦି ଆପଣ ଜଣେ ଛାତ୍ର ତାହେଲେ ଆଜି ପଢ଼ା କ୍ଷେତ୍ରରେ ଆପଣ ଆଗରେ ରହିବେ । ଆପଣଙ୍କୁ କୌଣସି ନୂଆ ଜାଗାରେ କିମ୍ବା ନୂଆ ପ୍ରଣାଳୀରେ ପଢ଼ିବା ପାଇଁ ସୁଯୋଗ ମିଳିପାରେ ।|

ମକର

ଆଜି ଆପଣଙ୍କୁ ଆପଣଙ୍କ ଯୋଗ୍ୟତାର ବିକାଶ କରିବାର ସୁଯୋଗ ମିଳିପାରେ । ଏହି ସୁଯୋଗର ଆପଣ ପୂରା ଲାଭ ଉଠାନ୍ତୁ ଏବଂ ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ ।|

କୁମ୍ଭ

ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।|

ମୀନ

ଆଜି ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।|