ଆଜିର ରାଶିଫଳ; 19 ଅଗଷ୍ଟ 2020 ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଉଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଏବଂ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।

ବୃଷ

ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ ।

ମିଥୁନ

ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ ।

କର୍କଟ

ଆଜି ଆପଣଙ୍କ ଘରେ ସୁଖ ଶାନ୍ତିର ବାତାବରଣ ହୋଇପାରିଛି ।ନିଜ ପରିବାର ସାଂଗରେ କଟାଇଥିବା ସମୟର ପରିପୂର୍ଣ୍ଣ ଆନନ୍ଦ ନିଅ । ଆପଣ ବିଦେଶୀ କଥା ହେବେ ଓ ପରସ୍ପର ଭିତରେ ମଜା କରିବେ ।ଆପଣ ଛୋଟ ଛୋଟ ଖୁସି ନିଜ ପରିବାରର ଲୋକଙ୍କ ସହିତ ବାଣ୍ଟିବେ ।

ସିଂହ

ଆଜି ଆପଣ ନିଜ ଘରୋଇ ଜୀବନ ପ୍ରତି ସନ୍ତୁଷ୍ଟ ରହିବେ । ବହୁତ ସମୟରୁ ଆପଣ ନିଜର ଘରୋଇ ଜୀବନ ବିଷୟରେ ଭାବୁ ନଥିଲେ । କେତେ ସମୟ ବିତିଗଲା ଯୋଉଁଥିପାଇଁ ଆପଣ ଏହା ଅନୁଭବ କରିପାରିବେ ନାହିଁ ଯେ ଆପଣଙ୍କର ଘରୋଇ ଜୀବନଟି କେତେ ମହତ୍ତ୍ୱପୂର୍ଣ୍ଣ ।

କନ୍ୟା

ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ।

ତୁଳା

ଘରେ କିଛି ସମୟରୁ ଚାଲୁଥିବା ସମସ୍ୟା ଗୁଡିକ ସମାପ୍ତ ହୋଇଯିବ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ ।

ବିଛା

ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ ।

ଧନୁ

ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ ।

ମକର

ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ ।

କୁମ୍ଭ

ଆଜି ଆପଣ ନିଜ ଘରର ସାଜସଜ୍ଜାକୁ ଗୋଟିଏ ନୂଆରୂପ ଦେବାକୁ ଚ଼ାହିଁବେ । ଏଥିରୁ ଆପଣ ନିଜ ଜୀବନରେ ମଧ୍ୟ ନୂଆ ଭାବନା ଅନୁଭବ କରିବେ, ଘରେ କରାଯାଇଥିବା ଏହି ପରିବର୍ତ୍ତନ ଆପଣଙ୍କର ନିଜ ଭିତରେ ଥିବା ପରିବର୍ତ୍ତନ କୁ ହିଁ ଦର୍ଶାଇବ ।

ମୀନ

କିଛି ସମୟରୁ ଆପଣଙ୍କ ଘରେ ଛୋଟଛୋଟ କଥାକୁ ନେଇ ଝଗଡା ସୃଷ୍ଟି ହେଉଛି । କିନ୍ତୁ ଆଜି ଆପଣ ଏହି ଝଗଡାକୁ ସମାପ୍ତ କରି ହିଁ ଦିଅନ୍ତୁ । ଆଜି ଆପଣ ନିଜର ଚେଷ୍ଟାରେ ଏହି କାର୍ଯ୍ୟଟି କରି ହିଁ ନିଅନ୍ତୁ ।