ଆଜିର ରାଶିଫଳ; 20 ଅଗଷ୍ଟ 2020 ଗୁରୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।

ବୃଷ

ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।|

ମିଥୁନ

ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।|

କର୍କଟ

ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।|

ସିଂହ

ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।|

କନ୍ୟା

ଆଜି ଆପଣ ନିଜର ପରିଚ଼ିତ ବ୍ୟକ୍ତିମାନଙ୍କ ଜରିଆରେ ବ୍ୟବସାୟିକ ଏବଂ ସାମାଜିକ ଜୀବନରେ ମଫଳତା ପାଇବେ । ଏହି ସମ୍ପର୍କକୁ ବଜାଏ ରଖିବେ, କାରଣ ଏଥିରୁ ହିଁ ଆପଣଙ୍କର ଜୀବନରେ ବହୁତ ଗୁଡ଼ିଏ ପରିବର୍ତ୍ତନ ଆସିବ ।|

ତୁଳା

ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ ।|

ବିଛା

ଆପଣଙ୍କର ବୋଧହୁଏ କୌଣସି ଉଚ୍ଚ ଅଧିକାରୀଙ୍କ ସହିତ ପଡ଼ିନପାରେ କିନ୍ତୁ ଆପଣଙ୍କ ପାଇଁ ଠିକ୍ ରହିବ ଯେ ଆପଣ ବୁଦ୍ଧି ଏବଂ କୂଟନୀତି ସାହାଯ୍ୟରେ ନିଜର କାମ ବାହାର କରିନେବେ । ଆପଣ ତାଙ୍କୁ ନିଜର କଥା ଭଲ ଭାବରେ ବୁଝାଇବାକୁ ଚ଼େଷ୍ଟା କରିବେ ।|

ଧନୁ

ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା ।|

ମକର

ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।|

କୁମ୍ଭ

ଉଚ୍ଚ ଅଧିକାରୀ ଆପଣଙ୍କ ରାସ୍ତାରେ କଣ୍ଟା ବିଛାଇ ପାରନ୍ତି । କିନ୍ତୁ ଆପଣ ନିଜର ରାସ୍ତାରେ ଦୃଢ଼ ରୁହନ୍ତୁ ଏବଂ ଆଗକୁ ବଢ଼ିଚ଼ାଲନ୍ତୁ । ଏହି ସମୟଟି ଖୁବଶୀଘ୍ର ବିତିଯିବ ଏବଂ ଆପଣ ଠିକ୍ ସମୟରେ ନିଜର କାର୍ଯ୍ୟ ଗୁଡ଼ିକୁ ପୂରା କରିପାରିବେ ।|

ମୀନ

ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି ।|