ମେଷ
ପରିକ୍ଷାର୍ଥି ଛାତ୍ରଛାତ୍ରୀମାନେ ମାନସିକ ଚାପରେ ରହିବେ । ଆପଣଙ୍କ ମାନସିକ ବିଚଳିତ ହୋଇପାରେ କିନ୍ତୁ ପାଠପଢାରେ ମନଦିଅନ୍ତୁ । ଅଧିକ ଚିନ୍ତା ଗ୍ରସ୍ତ ନହୋଇ ପରୀକ୍ଷାରେ ଭଲ କରିବାକୁ ଚେଷ୍ଟା କରନ୍ତୁ ।
ବୃଷ
ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା ।
ମିଥୁନ
ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
କର୍କଟ
ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି ।
ସିଂହ
ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।
କନ୍ୟା
ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ ।
ତୁଳା
ଆଜି ଆପଣଙ୍କୁ ବୋଧହୁଏ ନିଜ ପରିବାର କିମ୍ବା ବ୍ୟବସାୟୀକ କ୍ଷେତ୍ରରେ କୌଣସି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ନିଷ୍ପତ୍ତି ନେବାପୂର୍ବରୁ ଭାବିଚ଼ିନ୍ତି ନିଷ୍ପତ୍ତି ନେଲେ ଭଲ ହେବ ।
ବିଛା
ଏହି ସମୟରେ ଆପଣ ଧର୍ମପ୍ରତି ଆକର୍ଷିତ ରହିବେ । ସମାଜସେବାରୁ ଆଜି ଆପଣଙ୍କୁ ଶାନ୍ତି ମିଳିବ । ବ୍ୟସ୍ତ ଜୀବନକୁ ଆରାମଦେବାରେ ଏହାହିଁ ଉଚିତ ସମୟ । ଆଜି ଆପଣଙ୍କ ପରିସ୍ଥିତି ଯାହା ହେଉ ମଧ୍ୟ ନିଜର ବିସ୍ୱାଶ ବନେଇ ରଖନ୍ତୁ ।
ଧନୁ
ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି ।
ମକର
ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚ଼ର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ ।
କୁମ୍ଭ
ଆଜି ଆପଣଙ୍କ ଘରୋଇ ଜୀବନରେ କିଛି ଉତଥାନ ପତ୍ତନ ହେବାର ଅଛି । କିନ୍ତୁ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହା ହେବ ଭଲ ହେବ । ଘରକୁ ଅତିଥି ଆସିବେ ଏବଂ ଖୁସି ବଢ଼ିବ ।
ମୀନ
କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । କାରଣ ସାମାନ୍ୟ କଥାରେ ଆପଣ ଉତ୍ତେଜିତ ହୋଇ ପାରନ୍ତି ଓ ଝଗଡା ହୋଇପାରେ ।ଶାନ୍ତିର ସହ ନିଜର କାଯ୍ୟରେ ନିୟୋଜିତ ରୁହନ୍ତୁ ।