ଆଜିର ରାଶିଫଳ; 19 ଜୁନ 2021 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଘରବାଲା ହେଉବା ସାଙ୍ଗମାନଙ୍କର ଖରାପ ବ୍ୟବହାର ଠାରୁ ଆପଣଙ୍କୁ ଟିକେ ସତର୍କ ରହିବା ଉଚ଼ିତ୍ । ଏହା ହୁଏତ ଛୋଟ ଛୋଟ କଥା ହୋଇପାରେ କିନ୍ତୁ ଆସନ୍ତା ସମୟରେ ଏହା ଆପଣଙ୍କ ସମ୍ପର୍କରେ ବାଧା ସୃଷ୍ଟି କରିପାରେ ।|

ବୃଷ

ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।|

ମିଥୁନ

ଆଜି ଆପଣ କୌଣସି ପାରିବାରିକ ସମାରୋହରେ ଖୁବ୍ ଜମେଇକି ନାଚ଼ିବେ । ଆଜି କାଲି ଆପଣଙ୍କ ସମ୍ପର୍କୀୟ ସଭିଙ୍କ ସହ ମଧୁର ଅଛି, ତେଣୁ ଆପଣଙ୍କୁ ନିଜ ଲୋକଙ୍କ ଠାରୁ ବହୁତ ଖୁସି ମିଳିବ ।|

କର୍କଟ

ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ସୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ ।|

ସିଂହ

ବିଶେଷ ଭ୍ରମଣ କରିବା ସୁଯୋଗ ଆସିପାରେ । ନିଜ କାର୍ଯ୍ୟ ଜନିତ ଭ୍ରମଣ ହୋଇପାରେ ,ପାସପୋର୍ଟ ଯୋଗାଡ କରି ରଖନ୍ତୁ । ଆପଣଙ୍କର ସମସ୍ତ କାଗଜପତ୍ର ଠିକ ରହିଛିକି ନାହିଁ ,ଯାଞ୍ଚ କରନ୍ତୁ ।|

କନ୍ୟା

ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।|

ତୁଳା

ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ ।|

ବିଛା

ଆପଣଙ୍କ ଯୋଜନାନୁଯାୟୀ ଇଛା କରୁଥିବା ସ୍ଥାନ ଭ୍ରମଣ କରିବାକୁ ଯିବେ । ଏ ଯାତ୍ରା ବହୁତ ଉପଭୋଗ୍ୟ ହେବ । ଭିନ୍ନ ଭିନ୍ନ କ୍ଷେତ୍ରରେ ସଫଳତା ପାଇବା ପାଇଁ ଏବଂ ଶିଘ୍ର ଫଳ ପାଇଁ ଏହି ଶୁଭ ସମୟ ଉପଯୋଗ କରନ୍ତୁ ।|

ଧନୁ

ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ ।|

ମକର

ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ ।|

କୁମ୍ଭ

ଆପଣଙ୍କ ମନ ଆଜି ଖୁସି ରହିବ । ଏଥିରେ କେହି ବାଧା ସୃଷ୍ଟି କରିପାରିବେ ନାହିଁ ।ଏହା ଆପଣଙ୍କୁ କାର୍ଯ୍ୟ ସମ୍ପାଦନରେ ଏକ ସକାରାତ୍ମକ ମନଭାବ ସୃଷ୍ଟି କରିବ । ଏହି ପ୍ରକାର ମନଭାବ ନେଇ ଆଗେଇ ଚାଲନ୍ତୁ ଓ ବାକି ରହିଥିବା କାମଗୁଡିକ ଶେଷ କରନ୍ତୁ ।|

ମୀନ

ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଛି । ଆପଣ ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟରେ ବିଚାର କରିବେ । ଏହା ଦ୍ୱାରା ଆପଣ ନିଜ ଜୀବନ ବିଷୟରେ ଅଧିକ ଜ୍ଞାନ ଅର୍ଜନ କରିବେ ।|