ଆଜିର ରାଶିଫଳ; 13 ଅଗଷ୍ଟ 2021 ଶୁକ୍ରବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ବନ୍ଧୁମାନେ ଆପଣଙ୍କୁ ଖୁବ୍ ପ୍ରଶଂସା କରିବେ । ଆପଣ ସହକର୍ମୀମାନେ ମଧ୍ୟ ଆପଣଙ୍କ ପ୍ରଶଂସା ଗାଇବେ । ଆପଣ ଜଣେ ବନ୍ଧୁମାନ ବ୍ୟକ୍ତି । ଯଦି ଆପଣଙ୍କୁ ବନ୍ଧୁମାନେ ଉପଦେଶ ମାଗନ୍ତି ,ତେବେ ଆପଣ ତାଙ୍କୁ ନିରାଶ କରନ୍ତୁ ନାହିଁ ।

ବୃଷ

ଆପଣ ଖେଳିବା କିମ୍ବା ଚଳଚ୍ଚିତ୍ର ଦେଖିବାପାଇଁ ଚାହୁଁଥିଲେ ମଧ୍ୟ ଏହା ଆପଣଙ୍କର ପଢିବାର ସମୟ । ଆଜି ଆପଣଙ୍କ ମନ କିଛିଟା ବିଚଳିତ ରହିବ ,ମାତ୍ର ଆପଣ ନକାରାତ୍ମକତାରୁ ଧ୍ୟାନ ହଟାଇ ପଢାରେ ମନ ଦେବା ଉଚିତ ।|

ମିଥୁନ

ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ ।|

କର୍କଟ

ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।|

ସିଂହ

ଆଜି ଆପଣଙ୍କୁ ବହୁତ ଧନ,ମାନ,ଯଶ ଏବଂ ସଫଳତା ମିଳିବ । ଆଜି ଆପଣ ଏମିତି ସ୍ଥିତିରେ ଅଛନ୍ତି,ଯେ ନିଜ ବିଚାରକୁ କାର୍ଯ୍ୟରେ ପରିଣତ କରିପାରିବେ ।|

କନ୍ୟା

ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ ।|

ତୁଳା

ଆଜି ଆପଣଙ୍କ ମନ କୌଣସି ସାମାଜିକ କାର୍ଯ୍ୟରେ ସହଯୋଗ ପାଇଁ ହେବ । ନିଜର ମନର କଥା ଶୁଣନ୍ତୁ ଏବଂ କୌଣସି ସମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ । ଏହି ଭଲ କାମ ପାଇଁ ଆପଣ ସାହାଯ୍ୟ କରୁଛନ୍ତି ସେମାନଙ୍କୁ ଏବଂ ଆପଣଙ୍କୁ ବହୁତ ଖୁସି ଲାଗିବ ।|

ବିଛା

ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।|

ଧନୁ

ଆଜି ଆପଣ ନିଜର ମାର୍ଗ ଦର୍ଶନ ପାଇଁ ନିଜର ଆଧ୍ୟାତ୍ମିକତ୍ଜ୍ଞାନର ସାହାରା ନେବେ ।ବୋଧ ହୁଏ ଆପଣ କୌଣସି ଆଧ୍ୟାତ୍ମିକ ବ୍ୟକ୍ତିଙ୍କର ଉପଦେଶେ ନେଇପାରନ୍ତି । ଏହି ବ୍ୟକ୍ତିଙ୍କର ଉପଦେଶ ଉପରେ ଆପଣ ଭରଷା କରିପାରନ୍ତି ।|

ମକର
ଏହି ସମୟ ଆପଣଙ୍କର ଯୋଗୀ ପରୀକ୍ଷାରେ ଭାଗ ନେବାର ଉପଯୁକ୍ତ ସମୟ । ଆପଣ ନିଶ୍ଚୟ ସଫଳ ହେବେ । ଏହି ପରୀକ୍ଷାରେ ଆତ୍ମବିଶ୍ୱାସର ସହ ଭାଗ ନିଅନ୍ତୁ ।|

କୁମ୍ଭ

ବର୍ତ୍ତମାନ ବୋଧହୁଏ ଆପଣ କୌଣସି କଠିନ କାମ କରୁଛନ୍ତି ।ଭଲ ଭାବରେ ବୁଝିବିଚ଼ାରି କାମ କରନ୍ତୁ ଏବଂ ନିଜର ବିଚ଼ାରକୁ ଷ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍ କରନ୍ତୁ ନାହିଁ ।|

ମୀନ

ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।|