ମେଷ
ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି ।|
ବୃଷ
ଆଜି ଆପଣ କୌଣସି ଖୁସି ଖବର ଶୁଣିବା ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ଆଜି ଆପଣଙ୍କୁ ନିଜ ଲୋକଙ୍କ ଠାରୁ କୌଣସି ଖୁସି ଖବର ମିଳିପାରେ । ଆଜି ଆପଣଙ୍କର ଦିନଟି ବହୁତ ଭଲରେ କଟିବ । ଏହି ସମୟଟି ଆପଣ ନିଜ ଲୋକଙ୍କ ସହିତ କଟାଇ ପାରନ୍ତି ।|
ମିଥୁନ
ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ ।|
କର୍କଟ
ଆଜି ଆଧ୍ୟାତ୍ମିକତା ପ୍ରତି ଆପଣଙ୍କ ଆଗ୍ରହ ବଢିବ । ଆଜି ଆପଣଙ୍କୁ ଜାଣିବାକୁ ଇଛା ହେବକି ଆପଣ କୋଉଁ ଦିଗରେ ଅଗ୍ରସର ହେଉଛନ୍ତି ।ଏହି ପଥରେ ଚାଲି ଆପଣନିଜକୁ ଠିକ ଭାବରେ ବୁଝିପାରିବେ ।|
ସିଂହ
ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ ।|
କନ୍ୟା
ଆପଣଙ୍କ ପରିବାର ଲୋକଙ୍କ ସାଙ୍ଗରେ ଆପଣଙ୍କ ସମ୍ପର୍କ ବହୁତ ମଧୁର ଅଟେ । ନିଜର ସମ୍ପର୍କ ମଧୁର କରିବା ପାଇଁ ଆପଣ ବହୁତ ଚ଼େଷ୍ଟା କରିଛନ୍ତି, ଚ଼େଷ୍ଟା ଜାରି ରଖନ୍ତୁ ।|
ତୁଳା
ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।|
ବିଛା
ଆଜି ଆପଣ ହଠାତ୍ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ । ଆଜି ଆପଣ ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁମନେ ପକାଇପାରନ୍ତି ।|
ଧନୁ
ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ ।|
ମକର
ମାନସିକ ଦୁଶ୍ଚିନ୍ତାରେ ଦିନଟି କଟିବ । ବଂଧୁମାନଙ୍କ ବାର୍ତ୍ତାଳାପରେ ଦୁଶ୍ଚିନ୍ତାରେ ଲାଘବ ମିଳିବ । ଅନ୍ତରଂଗ ବଂଧୁଙ୍କ ସହ କଥାବାର୍ତ୍ତା କରନ୍ତୁ । ଏହା ଦ୍ୱାରା ମାନସିକ ଶାନ୍ତି ପାଇବେ ।|
କୁମ୍ଭ
ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି ।|
ମୀନ
ଆଜି ଆପଣ ନିଜକୁ ନିଜର କୌଣସି ସାମାଜିକ ସମସ୍ୟାରେ ଜଡ଼ିତ ପାଇବେ ।ଏଥିରୁ ମୁକୁଳିବା ପାଇଁ କୁଟନୀତିର ସାହାଯ୍ୟ ନିଅନ୍ତୁ । ଏହି ସମସ୍ୟା ଆପଣଙ୍କ ଦ୍ୱାରା ହୋଇନଥିଲେ ମଧ୍ୟ ଆପଣ ଜଡ଼ିତ ହୋଇଯାଇଛନ୍ତି ।|